ಅರ್ಥ : ଯେଉଁ ନଳାରେ ମଇଳା ପାଣି ବହେ
ಉದಾಹರಣೆ :
ଘରଗୁଡ଼ିକର ନଳାପାଣି ଗଳିରେ ଜମା ହେଲେ ବିଭିନ୍ନ ପ୍ରକାରର ରୋଗ ଉତ୍ପନ୍ନ ହୋଇଥାଏ
ಸಮಾನಾರ್ಥಕ : ନାଳ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଜଳ ବୋହିଯିବାର ସରୁ ମାର୍ଗ ବା ଛୋଟ ନାଳ
ಉದಾಹರಣೆ :
ମଇଳା ଭର୍ତ୍ତି ହୋଇଯିବାହେତୁ ନାଳୀର ମୁହଁ ବନ୍ଦ ହୋଇଯାଇଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଏହି ବଡ଼ ନଳା ଯେଉଁଥିରେ ବର୍ଷା ପାଣି ବା ମଇଳା ପାଣିଆଦି ପ୍ରବାହିତ ହୁଏ
ಉದಾಹರಣೆ :
ଏହି ନଳାର ପାଣି ସହରଠାରୁ ଦୂରରେ ଏକ ନଦୀରେ ଯାଇପଡ଼ିଛି
ಸಮಾನಾರ್ಥಕ : ନାଳ
ಇತರ ಭಾಷೆಗಳಿಗೆ ಅನುವಾದ :