ಅರ್ಥ : କାହାର ବିବାହିତା ସ୍ତ୍ରୀ
ಉದಾಹರಣೆ :
ସେ ନିଜ ସ୍ତ୍ରୀକୁ ପ୍ରାଣ ଭରି ଭଲ ପାଉଛି
ಸಮಾನಾರ್ಥಕ : ଅର୍ଦ୍ଧାଙ୍ଗିନୀ, କଳତ୍ର, ଘରବାଲି, ଜୀବନ ସଙ୍ଗିନୀ, ଜୀବନ ସାଥୀ, ଧରମ ପତ୍ନୀ, ଧର୍ମ ପତ୍ନୀ, ପତ୍ନୀ, ବାମାଙ୍ଗୀ, ବିବି, ବେଗମ, ଭାର୍ଯ୍ୟା, ମାଇପ, ରମଣୀ, ସହଗାମିନୀ, ସ୍ତ୍ରୀ
ಇತರ ಭಾಷೆಗಳಿಗೆ ಅನುವಾದ :
किसी की विवाहिता नारी।
वह अपनी पत्नी पर जान छिड़कता है।ಅರ್ಥ : ମନୁଷ୍ୟ ଜାତୀୟ ଜୀବର ଦୁଇଟି ଭେଦ ମଧ୍ୟରୁ ଗୋଟିଏ ହେଲା ଯେ ସେ ଗର୍ଭଧାରଣ କରି ସନ୍ତାନ ଉତ୍ପନ୍ନ କରିପାରେ
ಉದಾಹರಣೆ :
ଆଜିର ମହିଳାମାନେ ସବୁ କ୍ଷେତ୍ରରେ ପୁରୁଷଙ୍କର ସମାନ ହୋଇ ରହିଛନ୍ତି
ಸಮಾನಾರ್ಥಕ : ବାମା, ବାଳା, ମହିଳା, ସ୍ତ୍ରୀ, ସ୍ତ୍ରୀଲୋକ
ಇತರ ಭಾಷೆಗಳಿಗೆ ಅನುವಾದ :
मनुष्य जाति के जीवों के दो भेदों में से एक जो गर्भ धारण करके संतान उत्पन्न कर सकती है।
आज की महिलाएँ हर क्षेत्र में पुरुषों की बराबरी कर रही हैं।