ಅರ್ಥ : କୌଣସି କାମ, କଥା କିମ୍ବା ବ୍ୟବହାରକୁ ସୂକ୍ଷ୍ମ ଭାବରେ ଦେଖିବାର କ୍ରିୟା
ಉದಾಹರಣೆ :
ସେ କ୍ଷେତର କାମ ନିରୀକ୍ଷଣ କରୁଥିଲା
ಸಮಾನಾರ್ಥಕ : ତଦାରଖ, ଦେଖାଚାହାଁ, ପର୍ଯ୍ୟୟବେକ୍ଷଣ
ಇತರ ಭಾಷೆಗಳಿಗೆ ಅನುವಾದ :
Management by overseeing the performance or operation of a person or group.
oversight, superintendence, supervising, supervisionಅರ್ಥ : ଏହା ଦେଖିବାର କ୍ରିୟା ଯେ ସବୁ ବିଷୟଗୁଡ଼ିକ ଠିକ ଅଛି କି ନାହିଁ
ಉದಾಹರಣೆ :
ରାମର ପର୍ଯ୍ୟବେକ୍ଷଣରେ ଏହି କାମ ହେଉଛି
ಸಮಾನಾರ್ಥಕ : ଦେଖାଚାହାଁ, ପର୍ଯ୍ୟବେକ୍ଷଣ
ಇತರ ಭಾಷೆಗಳಿಗೆ ಅನುವಾದ :
Attention and management implying responsibility for safety.
He is in the care of a bodyguard.ಅರ್ಥ : କୌଣସି ବିଶେଷ କାର୍ଯ୍ୟପାଇଁ ବିଶେଷକରି ନିରୀକ୍ଷଣ କରି ଏକ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ଯିବାର କ୍ରିୟା
ಉದಾಹರಣೆ :
ପ୍ରଧାନମନ୍ତ୍ରୀ ଭୂକମ୍ପଗ୍ରସ୍ଥ ଅଞ୍ଚଳଗୁଡ଼ିକର ପରିଦର୍ଶନରେ ଯାଇଛନ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
किसी विशेष कार्य के लिए एक स्थान से दूसरे स्थान तक जाने की क्रिया।
प्रधानमंत्री भूकंप ग्रस्त इलाकों के दौरे पर गए हैं।The act of visiting in an official capacity (as for an inspection).
visit