ಅರ್ಥ : ପ୍ରାଥମିକ ସାମାଜିକ ବର୍ଗ ଯେଉଁଥିରେ ମାଆ-ବାପା ଏବଂ ସେମାନଙ୍କ ପିଲାମାନେ ସାମିଲ ଥାନ୍ତି
ಉದಾಹರಣೆ :
ଚାକିରି ମିଳିଲା ମାତ୍ରେ ସେ ନିଜ ବାପା-ମାଆଙ୍କୁ ଭୁଲି କେବଳ ନିଜ ପରିବାର ପ୍ରତି ଧ୍ୟାନ ଦେବାକୁ ଲାଗିଲାକୃଷକ ଜଣକ ନିଜ ପୁଅମାନଙ୍କୁ ନିଜନିଜ ପରିବାରର ଭାର ସମ୍ଭାଳିବାକୁ କହିଲେ
ಸಮಾನಾರ್ಥಕ : ପରିବାର ବର୍ଗ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଗୋଟିଏ ଘରର ଲୋକ
ಉದಾಹರಣೆ :
ମୋର ପରିବାର ଏକାଠି ବସି ଖାଆନ୍ତି
ಸಮಾನಾರ್ಥಕ : କୁଟୁମ୍ବ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଗୋଟିଏ ପୁରୁଷର ବଂଶଜ
ಉದಾಹರಣೆ :
ତାଙ୍କ ପରିବାରରେ ଏକତା ଅଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ବିଶେଷ ଗୁଣ,ସମ୍ବନ୍ଧ ଆଦି ବିଚାରରେ ଜିନିଷଗୁଡିକର ବର୍ଗୀକରଣ
ಉದಾಹರಣೆ :
ଆମ ଭାଷାବି ଆର୍ଯ୍ୟ-ଭାଷା ପରିବାରରେ ଆସେ
ಇತರ ಭಾಷೆಗಳಿಗೆ ಅನುವಾದ :