ಅರ್ಥ : କୌଣସି ବସ୍ତୁ, ବ୍ୟକ୍ତି ବା କୌଣସି ଭାଗକୁ ଯୋରରେ ଉଚ୍ଚ ସ୍ଥାନରୁ ତଳକୁ ପକାଇବା
ಉದಾಹರಣೆ :
ପିଲାଟି ଖେଳନାକୁ ପିଟୁଥିଲା
ಸಮಾನಾರ್ಥಕ : କଚାଡ଼ିବା
ಇತರ ಭಾಷೆಗಳಿಗೆ ಅನುವಾದ :
किसी वस्तु, व्यक्ति या किसी भाग को ज़ोर के साथ ऊँचे स्थान से नीचे की ओर गिराना।
बच्चा खिलौनों को पटक रहा है।Set (something or oneself) down with or as if with a noise.
He planked the money on the table.ಅರ್ಥ : କୌଣସି ବସ୍ତୁକୁ ବଜାଇ ବା ପିଟି ଢୋ ଢୋ ଶବ୍ଦ ଉତ୍ପନ୍ନ କରିବା
ಉದಾಹರಣೆ :
ଖେତରେ ପକ୍ଷୀଙ୍କୁ ହୁରୁଡ଼ାଇବାପାଇଁ ଟିଣ ବାଡ଼ିଆହୁଏ
ಇತರ ಭಾಷೆಗಳಿಗೆ ಅನುವಾದ :
किसी वस्तु को बजा या पीट कर पट-पट शब्द उत्पन्न करना।
खेत से चिड़ियों को भगाने के लिए टीन को पटपटाते हैं।ಅರ್ಥ : ଭିତରକୁ ଗଳିବାପାଇଁ ଉପରୁ ଜୋରରେ ପିଟିବା
ಉದಾಹರಣೆ :
ରାମ ମୂର୍ତ୍ତି ଲଗେଇବାପାଇଁ କାନ୍ଥରେ କଣ୍ଟା ବାଡ଼ଉଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାହାରି ଉପରେ ଅନ୍ୟ କିଛି ବସ୍ତୁଆଦିରେ ଆଘାତ କରିବା
ಉದಾಹರಣೆ :
ସିପାହୀ ଚୋରକୁ ଲାଠିରେ ପିଟୁଛି ସେ ପିଲାଟିକୁ ଗୋଟେ ଚଟକଣି ପକାଇଲା
ಸಮಾನಾರ್ಥಕ : ଚଟକଣି ଦେବା, ଚଟକଣି ପକେଇବା, ଧୁଲେଇକରିବା, ପ୍ରହାର କରିବା, ବାଡ଼େଇବା, ମାରିବା
ಇತರ ಭಾಷೆಗಳಿಗೆ ಅನುವಾದ :
किसी पर किसी वस्तु आदि से आघात करना।
सिपाही चोर को लाठी से मार रहा है।ಅರ್ಥ : ଆଘାତ ପାଇ ପ୍ରବେଶ କରିବା
ಉದಾಹರಣೆ :
ଅତି କଷ୍ଟରେ କାନ୍ଥରେ କଣ୍ଟା ଠୁକିଲି
ಸಮಾನಾರ್ಥಕ : ଠୁକିବା, ପ୍ରବେଶ କରାଇବା
ಇತರ ಭಾಷೆಗಳಿಗೆ ಅನುವಾದ :