ಅರ್ಥ : ନଦୀ ପାରହେବାପାଇଁ ତିଆରି କରାଯାଇଥିବା କାଠ କିମ୍ବା ଖମ୍ବଯୁକ୍ତ ସିମେଣ୍ଟ ରାସ୍ତା
ಉದಾಹರಣೆ :
ନଦୀଗୁଡିକ ଉପରେ ଜାଗା ଜାଗାରେ ପୋଲ ତିଆରି କରାଯାଉଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବହୁତ ଛୋଟ ପୋଲ ଯାହା ପ୍ରାୟତଃ ଛୋଟ ନାଳସବୁ ପାରି କରିବାପାଇଁ ରାସ୍ତାରେ ତିଆରି କରାଯାଇଥାଏ
ಉದಾಹರಣೆ :
ବିଦ୍ୟାଳୟକୁ ଯିବା ସମୟରେ ପିଲାମାନଙ୍କୁ ପୋଲ ପାରିକରି ଯିବାକୁ ପଡ଼େ
ಇತರ ಭಾಷೆಗಳಿಗೆ ಅನುವಾದ :