ಪುಟದ ವಿಳಾಸವನ್ನು ನಕಲಿಸಿ ಟ್ವಿಟರ್ ನಲ್ಲಿ ಹಂಚಿಕೊಳ್ಳಿ ವಾಟ್ಸಪ್ ನಲ್ಲಿ ಹಂಚಿಕೊಳ್ಳಿ ಫೇಸ್ಬುಕ್ ನಲ್ಲಿ ಹಂಚಿಕೊಳ್ಳಿ
ಗೂಗಲ್ ಪ್ಲೇನಲ್ಲಿ ಪಡೆಯಿರಿ
ಸಮಾನಾರ್ಥಕ ಮತ್ತು ವಿರೋಧಾಭಾಸಗಳೊಂದಿಗೆ ଓଡ଼ିଆ ನಿಘಂಟಿನಿಂದ ପ୍ରଦେଶ ಪದದ ಅರ್ಥ ಮತ್ತು ಉದಾಹರಣೆಗಳು.

ପ୍ରଦେଶ   ବିଶେଷ୍ୟ

ಅರ್ಥ : କୌଣସି ପ୍ରଦେଶରେ ରହୁଥିବା ସମସ୍ତ ଲୋକ

ಉದಾಹರಣೆ : ସମଗ୍ର ରାଜ୍ୟ ଦରଦାମ ବୃଦ୍ଧିର ପ୍ରଭାବରେ ଆକ୍ରାନ୍ତ

ಸಮಾನಾರ್ಥಕ : ପ୍ରାନ୍ତ, ରାଜ୍ୟ


ಇತರ ಭಾಷೆಗಳಿಗೆ ಅನುವಾದ :

किसी प्रदेश में रहने वाले लोग।

पूरा राज्य महँगाई के कारण परेशान है।
प्रदेश, प्रांत, प्रान्त, राज्य, सूबा

The body of citizens of a state or country.

The Spanish people.
citizenry, people

ಅರ್ಥ : କୌଣସି ଦେଶର ଏକ ବିଭାଗ ଯାହାର ବାସିନ୍ଦାଙ୍କ ଶାସନପଦ୍ଧତି, ଭାଷା, ଚାଲିଚଳଣି, ବ୍ୟବହାରଆଦି ଅନ୍ୟମାନଙ୍କଠାରୁ ଭିନ୍ନ ଓ ସ୍ୱତନ୍ତ୍ର ହୋଇଥାଏ

ಉದಾಹರಣೆ : ସ୍ୱତନ୍ତ୍ର ଭାରତରେ ବର୍ତ୍ତମାନ ଅଣତିରିଶଟି ପ୍ରଦେଶ ଅଛି

ಸಮಾನಾರ್ಥಕ : ରାଜ୍ୟ


ಇತರ ಭಾಷೆಗಳಿಗೆ ಅನುವಾದ :

किसी देश का वह विभाग जिसके निवासियों की शासन-पद्धति, भाषा, रहन-सहन, व्यवहार आदि औरों से भिन्न और स्वतंत्र हो।

स्वतंत्र भारत में अब उनतीस प्रदेश हो गए हैं।
जनपद, प्रदेश, प्रांत, प्रान्त, राज्य, सूबा

The territory occupied by one of the constituent administrative districts of a nation.

His state is in the deep south.
province, state

ಅರ್ಥ : ସେହି ଦେଶ,ପ୍ରଦେଶ,ଜିଲ୍ଲା,କ୍ଷେତ୍ର,ସହର,ଗାଁ ଆଦି ଯେଉଁଠାରେ ଆପଣ (ବା କୌଣସି ବ୍ୟକ୍ତି) ରହିଥାନ୍ତି

ಉದಾಹರಣೆ : ଭାରତ ମୋ ଦେଶ

ಸಮಾನಾರ್ಥಕ : ଅଞ୍ଚଳ, ଦେଶ, ମୁଲକ, ରାଜ୍ୟ, ରାଷ୍ଟ୍ର


ಇತರ ಭಾಷೆಗಳಿಗೆ ಅನುವಾದ :

वह देश, प्रदेश, जिला, क्षेत्र, शहर ,गाँव आदि जहाँ आप (या कोई व्यक्ति) रहते हों।

भारत मेरा देश है।
गृह, घर, देश, मुल्क

The country or state or city where you live.

Canadian tariffs enabled United States lumber companies to raise prices at home.
His home is New Jersey.
home