ಅರ್ಥ : କୌଣସି କାମ ଠିକ ଭାବରେ ସମ୍ପୂର୍ଣ୍ଣ କରିବା ବ୍ୟବସ୍ଥା
ಉದಾಹರಣೆ :
ଶ୍ୟାମ ଧର୍ମାନୁଷ୍ଠାନର ସମ୍ପୂର୍ଣ୍ଣ ଯୋଗାଡ଼ କରିଛି
ಸಮಾನಾರ್ಥಕ : ଆୟୋଜନ, ବନ୍ଦୋବସ୍ତ, ବ୍ୟବସ୍ଥା, ଯୋଗାଡ଼
ಇತರ ಭಾಷೆಗಳಿಗೆ ಅನುವಾದ :
The act of managing something.
He was given overall management of the program.ಅರ್ಥ : ଗୀତ ଅବା ବାଜାରେ ବୋଲରେ ବଜାଯାଉଥିବା ଶବ୍ଦ
ಉದಾಹರಣೆ :
ମୃଦଙ୍ଗର ବୋଲରେ ନର୍ତ୍ତକୀ ନାଚିବାରେ ଲାଗିଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ବିଷୟରେ ସବିସ୍ତାର ବିବେଚନା ଯେଉଁଥିରେ ତା ସମ୍ବନ୍ଧିତ ଅନେକ ମତ, ବିଚାର, ମନ୍ତବ୍ୟଆଦିର ତୁଳନାତ୍ମକ ଏବଂ ପାଣ୍ଡିତ୍ୟପୂର୍ଣ୍ଣ ବିବେଚନା ହୁଏ
ಉದಾಹರಣೆ :
ନିବନ୍ଧକାର ଏହି ନିବନ୍ଧ ମାଧ୍ୟମରେ ଜାତିବାଦର ବିରୋଧ କରିଛନ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
An analytic or interpretive literary composition.
essay