ಪುಟದ ವಿಳಾಸವನ್ನು ನಕಲಿಸಿ ಟ್ವಿಟರ್ ನಲ್ಲಿ ಹಂಚಿಕೊಳ್ಳಿ ವಾಟ್ಸಪ್ ನಲ್ಲಿ ಹಂಚಿಕೊಳ್ಳಿ ಫೇಸ್ಬುಕ್ ನಲ್ಲಿ ಹಂಚಿಕೊಳ್ಳಿ
ಗೂಗಲ್ ಪ್ಲೇನಲ್ಲಿ ಪಡೆಯಿರಿ
ಸಮಾನಾರ್ಥಕ ಮತ್ತು ವಿರೋಧಾಭಾಸಗಳೊಂದಿಗೆ ଓଡ଼ିଆ ನಿಘಂಟಿನಿಂದ ପ୍ରଯତ୍ନ ಪದದ ಅರ್ಥ ಮತ್ತು ಉದಾಹರಣೆಗಳು.

ପ୍ରଯତ୍ନ   ବିଶେଷ୍ୟ

ಅರ್ಥ : ସେହି କାର୍ଯ୍ୟ ବା ପ୍ରଯତ୍ନ ବା ସାଧନ ଯାହାଦ୍ୱାରା ଅଭୀଷ୍ଟକୁ ପ୍ରାପ୍ତ କରିହୁଏ

ಉದಾಹರಣೆ : ଏପରି ଏକ ଉପାୟ ବତାନ୍ତୁ, ଯାହାଦ୍ୱାରା ଏହି କାର୍ଯ୍ୟ ସହଜ ହୋଇପାରିବ

ಸಮಾನಾರ್ಥಕ : ଉପାୟ, ବାଟ, ବିଧି, ମାର୍ଗ, ଯତ୍ନ, ରାସ୍ତା, ସାଧନ


ಇತರ ಭಾಷೆಗಳಿಗೆ ಅನುವಾದ :

ಅರ್ಥ : କୌଣସି ଉଦ୍ଦେଶ୍ୟ ସିଦ୍ଧ କରିବା ନିମନ୍ତେ କରାଯାଉଥିବା କାର୍ଯ୍ୟ

ಉದಾಹರಣೆ : ସଫଳତା ପାଇବା ନିମନ୍ତେ ସେ ସମ୍ପୂର୍ଣ୍ଣ ପ୍ରଯତ୍ନ କରିଛନ୍ତି

ಸಮಾನಾರ್ಥಕ : ଉଦ୍ୟମ, ଉଦ‌ଯୋଗ, ଚେଷ୍ଟା, ପ୍ରୟାସ


ಇತರ ಭಾಷೆಗಳಿಗೆ ಅನುವಾದ :

वह कार्य जो कोई उद्देश्य सिद्ध करने के लिए किया जाए।

सफलता पाने के लिए उसने भरपूर प्रयत्न किया।
प्रयत्न से ही सफलता मिलती है।
ईहा, उजवास, उद्यम, उद्योग, कोशिश, चेष्टा, जतन, जद्दोजहद, जिगीष, जिगीषा, पैरवी, प्रयत्न, प्रयास, मनुष्यकार, यतन, यत्न

Earnest and conscientious activity intended to do or accomplish something.

Made an effort to cover all the reading material.
Wished him luck in his endeavor.
She gave it a good try.
attempt, effort, endeavor, endeavour, try

ಅರ್ಥ : କୌଣସି କାର୍ଯ୍ୟ ସିଦ୍ଧକରିବାପାଇଁ କରାଯାଉଥିବା କଠିନ ପରିଶ୍ରମ

ಉದಾಹರಣೆ : ଅର୍ଜୁନଙ୍କ ସାଧନା ତାଙ୍କୁ ଜଣେ ବଡ଼ ଧନୁର୍ଦ୍ଧର କରିଥିଲ

ಸಮಾನಾರ್ಥಕ : ଅଧ୍ୟବସାୟ, ଅଭ୍ୟାସ, ତପସ୍ୟା, ତାଲିମ୍‌, ବିହିତ ପ୍ରକ୍ରିୟା, ବ୍ରତ, ସାଧନା


ಇತರ ಭಾಷೆಗಳಿಗೆ ಅನುವಾದ :

कोई कार्य सिद्ध करने के लिए किया जाने वाला कठिन परिश्रम।

अर्जुन की साधना ने उसे एक बड़ा धनुर्धर बना दिया।
अध्यवसाय, आकूति, तकरीब, तक़रीब, तप, तपस्या, सतत प्रयत्न, साधना

Persevering determination to perform a task.

His diligence won him quick promotions.
Frugality and industry are still regarded as virtues.
diligence, industriousness, industry