ಪುಟದ ವಿಳಾಸವನ್ನು ನಕಲಿಸಿ ಟ್ವಿಟರ್ ನಲ್ಲಿ ಹಂಚಿಕೊಳ್ಳಿ ವಾಟ್ಸಪ್ ನಲ್ಲಿ ಹಂಚಿಕೊಳ್ಳಿ ಫೇಸ್ಬುಕ್ ನಲ್ಲಿ ಹಂಚಿಕೊಳ್ಳಿ
ಗೂಗಲ್ ಪ್ಲೇನಲ್ಲಿ ಪಡೆಯಿರಿ
ಸಮಾನಾರ್ಥಕ ಮತ್ತು ವಿರೋಧಾಭಾಸಗಳೊಂದಿಗೆ ଓଡ଼ିଆ ನಿಘಂಟಿನಿಂದ ପ୍ରାଣ ಪದದ ಅರ್ಥ ಮತ್ತು ಉದಾಹರಣೆಗಳು.

ପ୍ରାଣ   ବିଶେଷ୍ୟ

ಅರ್ಥ : ଶରୀରରେ ଥିବା ପଞ୍ଚବାୟୁ ମଧ୍ୟରୁ ଗୋଟିଏ ଯାହା ମୁଖରେ ସଂଚରଣ କରେ

ಉದಾಹರಣೆ : ପ୍ରାଣବାୟୁ ଶରୀର ନିମନ୍ତେ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ କାରଣ ଏହାଦ୍ୱାରା ଶରୀରର ଚେତନା ରହେ

ಸಮಾನಾರ್ಥಕ : ପ୍ରାଣବାୟୁ


ಇತರ ಭಾಷೆಗಳಿಗೆ ಅನುವಾದ :

शरीर में स्थित पंचवायु में से एक जो मुख प्रदेश में संचरण करती है।

प्राण वायु शरीर के लिए अत्यन्त महत्त्वपूर्ण है क्योंकि शरीर में चेतनता इसी के द्वारा रहती है।
अयास्य, असु, प्राण, प्राण वायु, प्राणवायु

ಅರ್ಥ : ପ୍ରାୟଃ ସର୍ବତ୍ର ଚଳମାନ ଏକ ତତ୍ତ୍ୱ ଯାହା ସାରା ପୃଥିବୀରେ ବ୍ୟାପ୍ତ ଏବଂ ଯେଉଁଥିରେ ପ୍ରାଣୀ ଶ୍ୱାସ ନେଇଥାନ୍ତି

ಉದಾಹರಣೆ : ପବନ ଅଭାବରେ ଜୀବନ କଳ୍ପନା କରାଯାଇପାରିବ ନାହିଁ

ಸಮಾನಾರ್ಥಕ : ଅନିଳ, ଜୀବନ, ପବନ, ବାୟୁ, ମରୁତ, ସମୀର


ಇತರ ಭಾಷೆಗಳಿಗೆ ಅನುವಾದ :

ಅರ್ಥ : ପ୍ରାଣୀମାନଙ୍କର ସେହି ଚେତନ ଶକ୍ତି ଯେଉଁଥିପାଇଁ ସେ ଜୀବିତ ରହନ୍ତି

ಉದಾಹರಣೆ : ଶରୀରରୁ ପ୍ରାଣର ବର୍ହିଗମନ ହେଉଛି ମୃତ୍ୟୁ

ಸಮಾನಾರ್ಥಕ : ଜୀବ, ଜୀବନ, ଜୀବନ ଶକ୍ତି, ପ୍ରାଣଶକ୍ତି


ಇತರ ಭಾಷೆಗಳಿಗೆ ಅನುವಾದ :

प्राणियों की वह चेतन शक्ति जिससे वे जीवित रहते हैं।

शरीर से प्राण का बहिर्गमन ही मृत्यु है।
आत्मा, उक्थ, चेतना, चैतन्य, जाँ, जान, जीव, जीवड़ा, जीवथ, जीवन-शक्ति, जीवात्मा, दम, धातृ, नफ़स, नफ़्स, पुंगल, प्राण, सत्त्व, सत्व, स्पिरिट

The vital principle or animating force within living things.

spirit

ಅರ್ಥ : ଜୀବିତ ପ୍ରାଣୀ

ಉದಾಹರಣೆ : ପହଁରାଳୀଙ୍କ ଯୋଗୁଁ ବଢ଼ିରେ ବୁଡ଼ି ଯାଉଥିବା ଅନେକ ଜୀବନ ବଞ୍ଚିଗଲା

ಸಮಾನಾರ್ಥಕ : ଜୀବନ


ಇತರ ಭಾಷೆಗಳಿಗೆ ಅನುವಾದ :

जीवित प्राणी।

तैराकों की वजह से बाढ़ में डूब रही कई जानें बच गईं।
ज़िंदगी, ज़िन्दगी, जान, जिंदगी, जिन्दगी, जीवन

Living things collectively.

The oceans are teeming with life.
life