ಅರ್ಥ : କୌଣସି ବସ୍ତୁ ଆଦି ଅଧିକ ମାତ୍ରାରେ ଉପରୁ ପଡ଼ିବା ବା ପକେଇବାର ପ୍ରକ୍ରିୟା
ಉದಾಹರಣೆ :
ଭକ୍ତମାନେ ମହାତ୍ମାଜୀଙ୍କ ଉପରେ ପୁଷ୍ପ ବର୍ଷା କଲେ
ಸಮಾನಾರ್ಥಕ : ବୃଷ୍ଟି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ଜିନିଷର ବହୁତ ଅଧିକ ମାତ୍ରା ବା ସଂଖ୍ୟାରେ ଖସିବା ବା ପଡିବା କ୍ରିୟା
ಉದಾಹರಣೆ :
ଏଭଳି ପଇସା ବୃଷ୍ଟି ସେ ଆଗରୁ କେବେ ଦେଖି ନଥିଲେପଥର ବର୍ଷାରୁ ରକ୍ଷାପାଇବା ପାଇଁ ପୋଲିସ ଗୁଳି ଚଳାଇଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବାଦଲରୁ ଝରୁଥିବା ଜଳବୁନ୍ଦା
ಉದಾಹರಣೆ :
ସେ ବର୍ଷାରେ ଭିଜି ଗଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ପାଣି ବର୍ଷିବା କ୍ରିୟା
ಉದಾಹರಣೆ :
ଭାରତର ଚେରାପୁଞ୍ଜିରେ ସବୁଠାରୁ ଅଧିକ ବୃଷ୍ଟି ହୁଏ ଦୁଇଘଣ୍ଟା ହେଲାଣି ବର୍ଷା ହେଉଛି
ಇತರ ಭಾಷೆಗಳಿಗೆ ಅನುವಾದ :