ಅರ್ಥ : ବସାଇବାର କ୍ରିୟା
ಉದಾಹರಣೆ :
ଯନ୍ତ୍ରପାତିର ଅଂଶକୁ ବସାଇବାପାଇଁ କାରିଗରକୁ ଅସୁବିଧା ହେଉଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବସାଇବା କାମ ଅନ୍ୟ କାହାଦ୍ୱାରା କରାଇବା
ಉದಾಹರಣೆ :
ଜେଜେ କାନ୍ଦୁଥିବା ପିଲାଟିକୁ ଘୋଡ଼ାରେ ବସାଇଲେ
ಸಮಾನಾರ್ಥಕ : ଉପବେଶନ କରାଇବା, ଚଢ଼ାଇବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବସବାସ କରିବାପାଇଁ ଜାଗା ଦେବା ବା ବସବାସ କରିବାପାଇଁ ପ୍ରବୃତ୍ତ କରିବା
ಉದಾಹರಣೆ :
ଆକବର ଫତେହପୁର ସିକ୍ରୀ ସ୍ଥାପନ କରିଥିଲେ ମୁଖିଆ ଅନାଥ ରଣଜିତକୁ ଗାଁରେ ସ୍ଥାନଦେଲେ
ಸಮಾನಾರ್ಥಕ : ସ୍ଥାନଦେବା, ସ୍ଥାପନ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଭଲ ଭାବରେ ସ୍ଥିର କରିବା
ಉದಾಹರಣೆ :
ରାଜମିସ୍ତ୍ରୀ ଚଟାଣରେ ଟାଇଲ ବସାଉଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ପଦରେ ନିଯୁକ୍ତ କରିବା
ಉದಾಹರಣೆ :
ଚାଣକ୍ୟ ଚନ୍ଦ୍ରଗୁପ୍ତଙ୍କୁ ତକ୍ଷଶିଳାଋ ସିଂହାସନରେ ବସାଇଲେ
ಸಮಾನಾರ್ಥಕ : ଆସୀନ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାହାକୁ ବାହନ ଉପରେ ବସିବା ପାଇଁ ପ୍ରବୃତ୍ତ କରିବା
ಉದಾಹರಣೆ :
ଘୋଡ଼ାଚାଳକ ପିଲାକୁ ଘୋଡ଼ା ଉପରେ ଚଢାଇଲା
ಸಮಾನಾರ್ಥಕ : ଚଢାଇବା, ସବାର କରେଇବା
ಇತರ ಭಾಷೆಗಳಿಗೆ ಅನುವಾದ :
किसी वाहन के ऊपर बैठने में प्रवृत्त करना।
साईस ने बच्चे को घोड़े पर चढ़ाया।