ಅರ್ಥ : କୌଣସି ବିଷୟ ଠିକ୍ ହେବା ସମ୍ବନ୍ଧରେ ଦୃଢ଼ତା ପୂର୍ବକ କିଛି କହିବାର ସେହି ଶୈଳୀ ଯେଉଁଥିରେ ସତ୍ୟ ବା ଅସତ୍ୟ ପ୍ରମାଣ ହେବାପରେ ହାରିବା ଜିତିବା ତଥା କିଛି ନେବା ଦେବା ମଧ୍ୟ ହୁଏ
ಉದಾಹರಣೆ :
ରାହୁଲ ସର୍ତ୍ତ ଜିତିଗଲା
ಸಮಾನಾರ್ಥಕ : ସର୍ତ୍ତ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ପ୍ରଥମରୁ ଶେଷ ପର୍ଯ୍ୟନ୍ତ ଏଭଳି ପୂରା ଖେଳ ଯେଉଁଥିରେ ହାର ଜିତଥାଏ ବା ବାଜି ଲଗାଯାଏ
ಉದಾಹರಣೆ :
ଶ୍ୟାମ ହାରୁ ହାରୁ ଅନ୍ତିମ ସମୟରେ ବାଜି ଜିତି ଗଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବାଜି ଲଗାଇ ଖେଳାଯାଉଥିବା ହାରଜିତର ଖେଳ
ಉದಾಹರಣೆ :
ପାଣ୍ଡବମାନେ ଦୌପଦୀଙ୍କୁ ଜୁଆରେ ହାରିଗଲେ
ಸಮಾನಾರ್ಥಕ : ଜୁଆ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ପଶା, ଜୁଆଆଦି ଖେଳଗୁଡ଼ିକ ସମୟରେ ହାର ଜିତ ପାଇଁ ଖେଳାଳୀ ସାମନାରେ ରଖାଯାଉଥିବା ଧନ, ବସ୍ତୁଆଦି
ಉದಾಹರಣೆ :
ଯୁଧିଷ୍ଠିର ପଶା ଖେଳରେ ଦୌପଦୀଙ୍କୁ ବାଜି ଲଗାଇଥିଲେ
ಸಮಾನಾರ್ಥಕ : ପଣ
ಇತರ ಭಾಷೆಗಳಿಗೆ ಅನುವಾದ :