ಪುಟದ ವಿಳಾಸವನ್ನು ನಕಲಿಸಿ ಟ್ವಿಟರ್ ನಲ್ಲಿ ಹಂಚಿಕೊಳ್ಳಿ ವಾಟ್ಸಪ್ ನಲ್ಲಿ ಹಂಚಿಕೊಳ್ಳಿ ಫೇಸ್ಬುಕ್ ನಲ್ಲಿ ಹಂಚಿಕೊಳ್ಳಿ
ಗೂಗಲ್ ಪ್ಲೇನಲ್ಲಿ ಪಡೆಯಿರಿ
ಸಮಾನಾರ್ಥಕ ಮತ್ತು ವಿರೋಧಾಭಾಸಗಳೊಂದಿಗೆ ଓଡ଼ିଆ ನಿಘಂಟಿನಿಂದ ବିଦ୍ୱେଷ ಪದದ ಅರ್ಥ ಮತ್ತು ಉದಾಹರಣೆಗಳು.

ବିଦ୍ୱେଷ   ବିଶେଷ୍ୟ

ಅರ್ಥ : ଶତ୍ରୁହେବାର ଅବସ୍ଥା ବା ଭାବ

ಉದಾಹರಣೆ : ନିଜନିଜ ଭିତରେ ଶତ୍ରୁତାକୁ ଦୂରକରିବା ହିଁ ଭଲ

ಸಮಾನಾರ್ಥಕ : ଅରିତ୍ୱ, ବିରୋଧ, ବୈର, ମନୋମାଳିନ୍ୟ, ଶତ୍ରୁତା


ಇತರ ಭಾಷೆಗಳಿಗೆ ಅನುವಾದ :

The feeling of a hostile person.

He could no longer contain his hostility.
enmity, hostility, ill will

ಅರ್ಥ : କଷ୍ଟ ବା କ୍ଷତି କରୁଥିବା କିମ୍ବା ଅନୁଚିତ କାମ କରୁଥିବା ବ୍ୟକ୍ତି ପ୍ରତି ହେଉଥିବା ଚିତ୍ତର ଉଗ୍ରଭାବ

ಉದಾಹರಣೆ : କ୍ରୋଧରେ ଉନ୍ମତ୍ତ ବ୍ୟକ୍ତି କିଛି ବି କରିପାରେ

ಸಮಾನಾರ್ಥಕ : ଅକଶ, ଅସୂୟା, ଆକ୍ରୋଶ, କୋପ, କ୍ରୋଧ, କ୍ଷୋଭ, ଦାଉ, ପ୍ରତିହିଂସା, ରାଗ, ରୋଷ


ಇತರ ಭಾಷೆಗಳಿಗೆ ಅನುವಾದ :

चित्त का वह उग्र भाव जो कष्ट या हानि पहुँचाने वाले अथवा अनुचित काम करने वाले के प्रति होता है।

क्रोध से उन्मत्त व्यक्ति कुछ भी कर सकता है।
अनखाहट, अमरख, अमर्ष, अमर्षण, असूया, आक्रोश, आमर्ष, कहर, कामानुज, कोप, क्रोध, क्षोभ, खुनस, खुन्नस, गजब, गज़ब, ग़ज़ब, गुस्सा, तमिस्र, ताम, दाप, मत्सर, रिस, रीस, रुष्टि, रोष, व्यारोष

A strong emotion. A feeling that is oriented toward some real or supposed grievance.

anger, choler, ire