ಅರ್ಥ : ଟଙ୍କାପଇସାଆଦି ବଦଳାଇବା
ಉದಾಹರಣೆ :
ଫଳବାଲା ପାଖରେ ପାଞ୍ଚଶହ ଟଙ୍କିଆ ନୋଟର ଖୁଚୁରା ନଥିଲା ଭାଙ୍ଗିଲାନାହିଁ
ಸಮಾನಾರ್ಥಕ : ଖୁଚୁରାନଥିବା, ବଦଳାଇବା, ଭାଙ୍ଗିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାନ୍ଥ,ଘର ଆଦି ଅନ୍ୟ କାହାଦ୍ୱାରା ଭଙ୍ଗାଇବା ବା ଧ୍ୱସ୍ତ କରାଇବା
ಉದಾಹರಣೆ :
ଠିକାଦାର ବଡ଼ ଅଟ୍ଟାଳିକା ଗଢ଼ିବାପାଇଁ ଗରିବମାନଙ୍କର ଘରକୁ ଭଙ୍ଗାଇଦେଲା
ಸಮಾನಾರ್ಥಕ : ଧ୍ୱଂସ କରାଇବା, ଧ୍ୱସ୍ତ କରାଇବା, ନଷ୍ଟ କରାଇବା, ଭଗ୍ନ କରାଇବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବଡ଼ ମୁଦ୍ରା ବା ନୋଟକୁ ସେହି ମୂଲ୍ୟର ଛୋଟଛୋଟ ମୁଦ୍ରା ବା ନୋଟରେ ବଦଳାଇବା
ಉದಾಹರಣೆ :
ରହିମ ରିକ୍ସାଭଡ଼ା ଦେବାପାଇଁ ଶହେ ଟଙ୍କା ଭଙ୍ଗାଇଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଟଙ୍କା,ନୋଟ ଆଦିକୁ ଛୋଟ ମୁଦ୍ରା ବା ଟଙ୍କାରେ ପରିଣତ କରିବା
ಉದಾಹರಣೆ :
ରିକ୍ସାବାଲାକୁ ପଇସା ଦେବାପାଇଁ ସେ ପାଞ୍ଚଶହ ଟଙ୍କିଆ ନୋଟକୁ ଭଙ୍ଗାଇଲା
ಸಮಾನಾರ್ಥಕ : ଖୁଚୁରାକରାଇବା, ରେଜାକରାଇବା
ಇತರ ಭಾಷೆಗಳಿಗೆ ಅನುವಾದ :