ಅರ್ಥ : ଏହା ନିଶ୍ଚୟ ଯେ ଏଭଳି ହେବ, ଅଥବା ଅମୁକ ବ୍ୟକ୍ତି ଏଭଳି କରେ ବା କରିବ
ಉದಾಹರಣೆ :
ବିଶ୍ୱାସ ଉପରେ ଦୁନିଆ ତିଷ୍ଠିରହିଛି ଭଗବାନଙ୍କ ଉପରେ ବିଶ୍ୱାସ ରଖନ୍ତୁ, ଆପଣଙ୍କ ହଜିଲା ପୁଅ ମିଳିଯିବ
ಸಮಾನಾರ್ಥಕ : ଆତ୍ମପ୍ରତ୍ୟୟ, ଆଶା, ଆସ୍ଥା, ନିର୍ଭର, ବିଶ୍ୱାସ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଜୀବନ ନିର୍ବାହର ଆଧାର
ಉದಾಹರಣೆ :
ପିଲାମାନେ ବାର୍ଦ୍ଧକ୍ୟରେ ମା’-ବାପାଙ୍କର ସାହାରା ହୋଇଥାନ୍ତି
ಸಮಾನಾರ್ಥಕ : ଅବଲମ୍ବନ, ଆଲମ୍ବନ, ଆଶ୍ରା, ଆଶ୍ରୟ, ଆସରା, ସାହାରା
ಇತರ ಭಾಷೆಗಳಿಗೆ ಅನುವಾದ :
The activity of providing for or maintaining by supplying with money or necessities.
His support kept the family together.ಅರ್ಥ : କାହାରି ଉପରେ ଭରସା ରଖିବାର କ୍ରିୟା ଯେପରିକି କୌଣସି କାମ ତାଙ୍କ ଦ୍ୱାରା ହୋଇପାରିବ ବା ହୋଇଯିବ
ಉದಾಹರಣೆ :
ପ୍ରତ୍ୟେକ ପିତାଙ୍କର ନିଜ ପୁତ୍ର ଉପରେ ଏହି ଆଶା ଥାଏ ଯେ ସେ ନିଜ ଜୀବନରେ ସଫଳ ହେଉ
ಸಮಾನಾರ್ಥಕ : ଆକାଂକ୍ଷା, ଆଶା, ପ୍ରତ୍ୟାଶା
ಇತರ ಭಾಷೆಗಳಿಗೆ ಅನುವಾದ :
किसी पर भरोसा रखने की क्रिया कि अमुक कार्य उसके द्वारा हो सकता है या हो जायेगा।
हर पिता की अपने पुत्र से यह अपेक्षा रहती है कि वह अपने जीवन में सफल हो।