ಅರ್ಥ : ଯାହା ପୂରାପୂରି ପୂର୍ଣ୍ଣ ବା ଭରାହୋଇଛି କିମ୍ବା ଯେଉଁଥିରେ କିଛି କମ୍ ନାହିଁ
ಉದಾಹರಣೆ :
ଲାଲାଜୀଙ୍କ ଘର ଧନଧାନ୍ୟରେ ପୂର୍ଣ୍ଣ ସେଠଜୀଙ୍କ ଜନ୍ମ ଧନ-ଧାନ୍ୟ ପରିପୂର୍ଣ୍ଣ ଘରେ ହୋଇଥିଲା
ಸಮಾನಾರ್ಥಕ : ପରିପୂରିତ, ପରିପୂର୍ଣ୍ଣ, ପୂର୍ଣ୍ଣ, ଭରପୂର
ಇತರ ಭಾಷೆಗಳಿಗೆ ಅನುವಾದ :
Completed to perfection.
fulfilledಅರ್ಥ : ଭୋଜନପାଇଁ ପ୍ରସ୍ତୁତ ବା ବ୍ୟବସ୍ଥିତ କରାଯାଇଥିବା, ବିଶେଷ କରି ଯାହା ଉପରେ ଖାଦ୍ୟ ପଦାର୍ଥ ସଜା ଯାଇଥାଏ
ಉದಾಹರಣೆ :
ଖାଇବାପାଇଁ ଲୋକମାନେ ଖାଦ୍ୟ ପଦାର୍ଥ ପୂର୍ଣ୍ଣ ଟେବୁଲ ଚାରିପଟେ ବସିଗଲେ
ಸಮಾನಾರ್ಥಕ : ପୂର୍ଣ୍ଣ
ಇತರ ಭಾಷೆಗಳಿಗೆ ಅನುವಾದ :