ಅರ್ಥ : କୌଣସି ବସ୍ତୁର କିଛି ଅଂଶ ଖଣ୍ଡିତ, ଭଗ୍ନ, ବା ଅଚଳ କରିବା
ಉದಾಹರಣೆ :
ବାଡ଼ିରେ ବାଡ଼େଇ ବାଡ଼େଇ ଗାଇଆଳ ଗାଇର ଗୋଡ଼ ଭାଙ୍ଗି ଦେଲା ବେଶି ବଦମାସି କଲେ ତମର ମୁଣ୍ଡ ଫଟେଇଦେବୁ
ಸಮಾನಾರ್ಥಕ : ଫଟେଇବା, ଭଗ୍ନ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଟଙ୍କାପଇସାଆଦି ବଦଳାଇବା
ಉದಾಹರಣೆ :
ଫଳବାଲା ପାଖରେ ପାଞ୍ଚଶହ ଟଙ୍କିଆ ନୋଟର ଖୁଚୁରା ନଥିଲା ଭାଙ୍ଗିଲାନାହିଁ
ಸಮಾನಾರ್ಥಕ : ଖୁଚୁରାନଥିବା, ବଦଳାଇବା, ଭଙ୍ଗାଇବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାନ୍ଥ, ଘର ଆଦିକୁ ଭାଙ୍ଗି ଖସେଇବା
ಉದಾಹರಣೆ :
ସୋହନ ନୂଆଘର ତିଆରି କରିବାପାଇଁ ପୁରୁଣା ଘରକୁ ଭାଙ୍ଗୁଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଶରୀରର ଗଣ୍ଠି ବା ଉଦ୍ବେଗ ଯୋଗୁଁ ପୀଡ଼ା ଜାତ ହେବା(ବିଶେଷକରି ହାଡ଼ ଓ ଖଞ୍ଜାରେ )
ಉದಾಹರಣೆ :
ସର୍ଦ୍ଦି-ଥଣ୍ଡା, ଜରଆଦିରେ ଶରୀର ଦୁର୍ବଳହୁଏ
ಸಮಾನಾರ್ಥಕ : ଦୁର୍ବଳ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଟଙ୍କା,ନୋଟ ଆଦିକୁ ଛୋଟ ମୁଦ୍ରା ବା ଟଙ୍କାରେ ପରିଣତ କରିବା
ಉದಾಹರಣೆ :
ହଜାର ଟଙ୍କିଆ ନୋଟଟି କେଉଁଠି ଭାଙ୍ଗିଲାନାହିଁ
ಸಮಾನಾರ್ಥಕ : ଖୁଚୁରାହେବା, ରେଜାହେବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଏକାଥରକେ ଅନେକ ପରିମାଣରେ ଆସିବା
ಉದಾಹರಣೆ :
ମହୁମାଛିମାନେ ଭାଙ୍ଗିଲେ ଆଉ ଲୋକମାନଙ୍କୁ ବିନ୍ଧିବାକୁ ଲାଗିଲେ ସିନେମାଘର ବାହାରେ ଭିଡ଼ ଭାଙ୍ଗୁଛି
ಸಮಾನಾರ್ಥಕ : ଉଛୁଳି ପଡ଼ିବା
ಇತರ ಭಾಷೆಗಳಿಗೆ ಅನುವಾದ :