ಅರ್ಥ : କାହା ସମ୍ମୁଖରେ କିଛି ବିଶେଷ ବିଷୟ ମୌଖିକ ରୂପେ ବର୍ଣ୍ଣନା କରିବା
ಉದಾಹರಣೆ :
ଆଜି ଦଶଟା ବେଳେ ଶିକ୍ଷକଙ୍କର ଅଭିଭାଷଣ ଅଛି
ಇತರ ಭಾಷೆಗಳಿಗೆ ಅನುವಾದ :
A speech that is open to the public.
He attended a lecture on telecommunications.ಅರ್ಥ : ସମ୍ବୋଧିତ କରିବାର କ୍ରିୟା
ಉದಾಹರಣೆ :
ଆଜିକାଲିର ନେତାମାନଙ୍କର ଭାଷଣର ଶବ୍ଦ ଫମ୍ପା
ಸಮಾನಾರ್ಥಕ : ସମ୍ବୋଧନ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବୟାନ ଦେବାର କ୍ରିୟା ବା ଭାବ
ಉದಾಹರಣೆ :
ମନ୍ତ୍ରୀଙ୍କର ଭାଷଣରେ କେହି ସନ୍ତୁଷ୍ଟ ହେଲେନାହିଁ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବହୁତ ଲୋକଙ୍କ ସାମନାରେ କୌଣସି ବିଷୟର ସବିସ୍ତୃତ କଥନ
ಉದಾಹರಣೆ :
ଗାନ୍ଧିଜୀଙ୍କ ଭାଷଣ ଶୁଣିବା ନିମନ୍ତେ ଦୂର ଦୂରାନ୍ତରରୁ ଲୋକ ଆସୁଥିଲେ
ಇತರ ಭಾಷೆಗಳಿಗೆ ಅನುವಾದ :
A speech that is open to the public.
He attended a lecture on telecommunications.