ಅರ್ಥ : କୌଣସି ଧର୍ମର ମୂଳ କଥା ଯାହାକୁ ଗ୍ରହଣ କଲେ ସେ ବ୍ୟକ୍ତି ସେହି ଧର୍ମରେ ସମ୍ମିଳିତ ହୋଇଯାଏ
ಉದಾಹರಣೆ :
କବୀର ଅଦ୍ୱୈତ ମତବାଦକୁ ମାନୁଥିଲେ
ಸಮಾನಾರ್ಥಕ : ବିଶ୍ୱାସ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବିଦ୍ୟା, କଳା ଆଦି ସମ୍ବନ୍ଧରେ କୌଣସି ବିଦ୍ୱାନଙ୍କଦ୍ୱାରା ପ୍ରତିପାଦିତ ଯେଉଁ ସିଦ୍ଧାନ୍ତକୁ ଅନେକ ଲୋକ ମାନିଥାନ୍ତି
ಉದಾಹರಣೆ :
ଡାରୱିନଙ୍କର କ୍ରମବିକାଶ ସିଦ୍ଧାନ୍ତ ଅନୁସାରେ ମଣିଷର ବି ଲାଞ୍ଜ ଥିଲା
ಸಮಾನಾರ್ಥಕ : ସିଦ୍ଧାନ୍ତ
ಇತರ ಭಾಷೆಗಳಿಗೆ ಅನುವಾದ :