ಅರ್ಥ : ସେହି ବିଚାର ଯାହା ପୂରଣ କରିବାପାଇଁ କୌଣସି କାମ କରାଯାଏ
ಉದಾಹರಣೆ :
ଏହି କାମ କରିବା ପଛରେ ଆପଣଙ୍କର କି ଉଦ୍ଦେଶ୍ୟ ଅଛି? ନିଜ ଉଦ୍ଦେଶ୍ୟ ପୂରଣ କ୍ଷେତ୍ରରେ ଆପଣଙ୍କର ସମୟ ନଷ୍ଟକରିବା ଉଚିତ୍ ନୁହେଁ
ಸಮಾನಾರ್ಥಕ : ଅଭିପ୍ରାୟ, ଆବଶ୍ୟକତା, ଉଦ୍ଦେଶ୍ୟ, ପ୍ରୟୋଜନ, ଲକ୍ଷ
ಇತರ ಭಾಷೆಗಳಿಗೆ ಅನುವಾದ :
वह विचार जिसे पूरा करने के लिए कोई काम किया जाए।
इस काम को करने के पीछे आपका क्या उद्देश्य है?