ಪುಟದ ವಿಳಾಸವನ್ನು ನಕಲಿಸಿ ಟ್ವಿಟರ್ ನಲ್ಲಿ ಹಂಚಿಕೊಳ್ಳಿ ವಾಟ್ಸಪ್ ನಲ್ಲಿ ಹಂಚಿಕೊಳ್ಳಿ ಫೇಸ್ಬುಕ್ ನಲ್ಲಿ ಹಂಚಿಕೊಳ್ಳಿ
ಗೂಗಲ್ ಪ್ಲೇನಲ್ಲಿ ಪಡೆಯಿರಿ
ಸಮಾನಾರ್ಥಕ ಮತ್ತು ವಿರೋಧಾಭಾಸಗಳೊಂದಿಗೆ ଓଡ଼ିଆ ನಿಘಂಟಿನಿಂದ ମିଶିଯିବା ಪದದ ಅರ್ಥ ಮತ್ತು ಉದಾಹರಣೆಗಳು.

ମିଶିଯିବା   ବିଶେଷ୍ୟ

ಅರ್ಥ : ଗୋଟିଏ ବସ୍ତୁର ଅନ୍ୟ ବସ୍ତୁ ସହିତ ମିଶିଯିବାର କ୍ରିୟା

ಉದಾಹರಣೆ : କୁହାଯାଏ କି ମୃତ୍ୟୁ ପରେ ଆତ୍ମା ପରମାତ୍ମାରେ ବିଲୟ ହୋଇଯାଏ

ಸಮಾನಾರ್ಥಕ : ବିଲୟ, ବିଲୟନ


ಇತರ ಭಾಷೆಗಳಿಗೆ ಅನುವಾದ :

किसी वस्तु, दल आदि का दूसरी वस्तु, दल आदि में समा जाने की क्रिया।

कहा जाता है कि मृत्यु पश्चात् आत्मा का परमात्मा में विलय हो जाता है।
लय, विलय, विलयन, विलीनीकरण, संविलयन

The process of going into solution.

The dissolving of salt in water.
dissolution, dissolving

ମିଶିଯିବା   କ୍ରିୟାପଦ

ಅರ್ಥ : ନିଜନିଜ ଭିତରେ ଏପରି ମିଶିବା ଯେପରି ଦୁଇଜଣଙ୍କର ପାର୍ଶ୍ୱ ବା ତଳ ପରସ୍ପର ସହ ଲାଗିଯିବ

ಉದಾಹರಣೆ : ପିଲାଟି ଡରିକରି ତା’ ମାର ଛାତିକୁ ଜାବୁଡ଼ି ଧଇଲା ଶଲ୍ୟ ଚିକିତ୍ସାଦ୍ୱାରା ତାର କଟା ହୋଇଥିବା ଆଙ୍ଗୁଳି ଯୋଡ଼ି ହୋଇଗଲା

ಸಮಾನಾರ್ಥಕ : ଜାବୁଡ଼ି ଧରିବା, ଯୋଡ଼ିହେବା, ଲାଗିବା


ಇತರ ಭಾಷೆಗಳಿಗೆ ಅನುವಾದ :

आपस में इस प्रकार मिलना कि दोनों के पार्श्व या तल एक दूसरे को स्पर्श करें।

बच्चा डरकर माँ की छाती से सट गया।
चिपकना, जुटना, जुड़ना, भिड़ना, सटना