ಅರ್ಥ : ପୀଡ଼ା, ଦୁଃଖ, ସୁଖ, କ୍ରୋଧଆଦିର ଭାବାବେଗରୁ ଆଖିରୁ ଅଶ୍ରୁ ବହିବା
ಉದಾಹರಣೆ :
ନିଜ ମାଆଠାରୁ ଦୂରେଇରହିବା କାରଣରୁ ଶ୍ୟାମ କାନ୍ଦୁଥିଲା
ಸಮಾನಾರ್ಥಕ : ଅଶ୍ରୁପାତ କରିବା, କାନ୍ଦିବା, କ୍ରନ୍ଦନ କରିବା, ରୋଦନ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
पीड़ा, दुख, सुख, क्रोध,आदि के भावातिरेक में आँख से आँसू गिराना।
अपनी माँ से बिछुड़ने के कारण श्याम रो रहा था।