ಅರ್ಥ : ଘାଆ ଉପରେ ଲଗା ଯାଉଥିବା ଏକ ଗାଢ଼ା ମଲମ ଯାହା ରାସାୟନିକ ଆଧାରରେ ପ୍ରସ୍ତୁତ କରାଯାଇଥାଏ
ಉದಾಹರಣೆ :
ଚିକିତ୍ସକ ଘାଆ ଉପରେ ମଲମ ଲଗାଇ ପଟି ବାନ୍ଧି ଦେଲେ
ಸಮಾನಾರ್ಥಕ : ଅଏଣ୍ଟମେଣ୍ଟ, ମଇଲମ, ମଲମ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କିଛି ବସ୍ତୁ ଉପରେ କୌଣସି ଜିନିଷର ଯେଉଁ ପରସ୍ତ ଦିଆଯାଏ
ಉದಾಹರಣೆ :
କୁମ୍ଭାର ମାଠିଆ ଉପରେ ମାଟିର ପ୍ରଲେପ ଦେଉଛି
ಸಮಾನಾರ್ಥಕ : ପ୍ରଲେପ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବଥ ଆଦିକୁ ପଚାଇବା ପାଇଁ ଅଳସୀ,ରେଡୀ ଆଦିର ଯେଉଁ ମୋଟା ଲେପ ତା ଉପରେ ଲଗାଇ ବନ୍ଧା ଯାଏ
ಉದಾಹರಣೆ :
ସେ ବଥକୁ ପଚାଇବାପାଇଁ ତା ଉପରେ ଅଳସୀର ଲେପ ବାନ୍ଧିଲେ
ಇತರ ಭಾಷೆಗಳಿಗೆ ಅನುವಾದ :
फोड़े आदि पकाने के लिए उनपर लगाकर बाँधा जानेवाला अलसी, रेड़ आदि का मोटा लेप।
उसने फोड़े को पकाने के लिए उस पर अलसी की पुलटिस बाँधी।ಅರ್ಥ : କୌଣସି ଜିନିଷ ଉପରେ ରାସାୟନିକ ପ୍ରକ୍ରିୟାରେ ଲେପନ କରାଯାଇଥିବା ସୁନା କିମ୍ବା ରୂପାଆଦିର ହାଲୁକା ପୁଟ
ಉದಾಹರಣೆ :
ବଣିଆ ମୁଦି ଉପରେ ସୁନାଲେପ ଦେଉଛି
ಇತರ ಭಾಷೆಗಳಿಗೆ ಅನುವಾದ :
The application of a thin coat of metal (as by electrolysis).
plating