ಅರ್ಥ : ଶୁଣିବା କ୍ରିୟା ବା କାମ
ಉದಾಹರಣೆ :
କାନ ରହିଛି ଭଲ କଥା ଶ୍ରବଣ ପାଇଁ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ପ୍ରକାରର ଅଭିଯୋଗ ବା ନିବେଦନ ଆଦିର ଶୁଣାଣି ହେବାର କ୍ରିୟା
ಉದಾಹರಣೆ :
ସେ ଚିତ୍କାରକରି ପୁଲିସକୁ ଫଇସଲା ଶୁଣାଇବା ପାଇଁ ବ୍ୟସ୍ତ କରିଦେଲା କେଉଁଠି ହେଉ ବା ନହେଉ ଭଗବାନଙ୍କ ଦରବାରରେ ନିଶ୍ଚୟ ଫଇସଲା ଶୁଣାଣି ହେବ
ಸಮಾನಾರ್ಥಕ : ଫଇସଲା ଶୁଣାଇବା, ଫଇସଲା ଶୁଣାଣି, ଶ୍ରବଣ
ಇತರ ಭಾಷೆಗಳಿಗೆ ಅನುವಾದ :
किसी तरह की शिकायत या फरियाद आदि के सुने जाने की क्रिया।
उसने चिल्ला-चिल्लाकर पुलिस को सुनवाई के लिए मज़बूर कर दिया।ಅರ್ಥ : କାହାର କଥା ବା ପ୍ରାର୍ଥନା ଉପରେ ଧ୍ୟାନ ଦେବା
ಉದಾಹರಣೆ :
ରାଜା ଫେରାଦି ଲୋକଙ୍କର ଗୋଟିଏବି କଥା ଶୁଣିଲେ ନାହିଁ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବିଚାର ପାଇଁ ଦୁଇ ପକ୍ଷର କଥାକୁ ନିଜ ସମ୍ମୁଖରେ ରଖିବା
ಉದಾಹರಣೆ :
ନ୍ୟାୟଧୀଶ ଅଭିଯୋଗକାରୀ ଓ ଅଭିଯୁକ୍ତ ଦୁହିଁଙ୍କ କଥା ଶୁଣିଲେ
ಇತರ ಭಾಷೆಗಳಿಗೆ ಅನುವಾದ :
विचार के लिए दोनों पक्षों की बातें अपने सामने आने देना।
न्यायाधीश ने अभियोगी और अभियुक्त दोनों की बातें सुनी।ಅರ್ಥ : ନିଜର ନିନ୍ଦାକଥା ବା ଗାଳି ଶ୍ରବଣ କରିବା
ಉದಾಹರಣೆ :
ଆଜି ସକାଳୁ ସକାଳୁ ମୁଁ ମୋ ଶାଶୁଙ୍କଠାରୁ ବହୁତ ଶୁଣିଲି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୁହାଯାଉଥିବା କଥା ବା ଶବ୍ଦ କାନରେ ଶୁଣି ଜ୍ଞାନ ପ୍ରାପ୍ତକରିବା
ಉದಾಹರಣೆ :
ସେ ସତ୍ୟନାରାୟଣ ଭଗବାନଙ୍କ କଥା ଶୁଣୁଛି
ಸಮಾನಾರ್ಥಕ : ଶ୍ରବଣ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
कही हुई बात या शब्द का कानों से ज्ञान प्राप्त करना।
वह सत्यनारायण भगवान की कथा सुन रहा है।Perceive (sound) via the auditory sense.
hear