ಪುಟದ ವಿಳಾಸವನ್ನು ನಕಲಿಸಿ ಟ್ವಿಟರ್ ನಲ್ಲಿ ಹಂಚಿಕೊಳ್ಳಿ ವಾಟ್ಸಪ್ ನಲ್ಲಿ ಹಂಚಿಕೊಳ್ಳಿ ಫೇಸ್ಬುಕ್ ನಲ್ಲಿ ಹಂಚಿಕೊಳ್ಳಿ
ಗೂಗಲ್ ಪ್ಲೇನಲ್ಲಿ ಪಡೆಯಿರಿ
ಸಮಾನಾರ್ಥಕ ಮತ್ತು ವಿರೋಧಾಭಾಸಗಳೊಂದಿಗೆ ଓଡ଼ିଆ ನಿಘಂಟಿನಿಂದ ଶ୍ଳେଷାଳଙ୍କାର ಪದದ ಅರ್ಥ ಮತ್ತು ಉದಾಹರಣೆಗಳು.

ଶ୍ଳେଷାଳଙ୍କାର   ବିଶେଷ୍ୟ

ಅರ್ಥ : ସାହିତ୍ୟରେ ଏକ ଶବ୍ଦାଳଙ୍କାର ଯେଉଁଥିରେ ଏଭଳି ଶବ୍ଦର ପ୍ରୟୋଗ ହୁଏ, ଯାହାର ଅନେକ ଅର୍ଥ ଥାଏ ଏବଂ ସେଗୁଡ଼ିକ ପ୍ରସଙ୍ଗ ଅନୁସାରେ ଅନେକ ଭାବରେ ଅଲଗା ଅଲଗା ଅର୍ଥ ଦିଏ

ಉದಾಹರಣೆ : ମଧୁବନର ଛାତିକୁ ଦେଖ,କେତେ କଳିକା ଫୁଟିଛିରେ କଳିକାର ଦୁଇଟି ଅର୍ଥ ଅଛି, ଗୋଟିଏ ଫୁଲ ଫୁଟିବା ପୂର୍ବର ଅବସ୍ଥା ତଥା ଅନ୍ୟଟି ନବଯୌବନା ନିମନ୍ତେ ଉଦ୍ଦିଷ୍ଟ-ଏଥିପାଇଁ ଏହା ଶ୍ଳେଷାଳଙ୍କାର

ಸಮಾನಾರ್ಥಕ : ଶ୍ଳେଷ, ଶ୍ଳେଷ ଅଳଙ୍କାର


ಇತರ ಭಾಷೆಗಳಿಗೆ ಅನುವಾದ :

साहित्य में एक शब्दालंकार जिसमें ऐसे शब्दों का प्रयोग होता है जिनके अनेक अर्थ होते हैं और वे प्रसंगों के अनुसार कई तरह से अलग-अलग घटते हैं।

मधुबन की छाती को देखो,मुरझाई कितनी कलियाँ में कलियाँ के दो अर्थ हैं,एक फूलों के खिलने के पहले की अवस्था तथा दूसरा नवयवना के लिए है इसलिए यह श्लेष अलंकार है।
श्लेष, श्लेष अलंकार, श्लेषलंकार