ಅರ್ಥ : ଯେ ସାଂସାରିକ ବସ୍ତୁ ତଥା ସୁଖପ୍ରତି ଥିବା ରାଗ ବା ଆସକ୍ତି ପୂରାପୂରି ଛାଡ଼ିଦେଇଛନ୍ତି
ಉದಾಹರಣೆ :
ରାମୁ ପ୍ରେମପୂର୍ଣ୍ଣ ଭାବରେ ସନ୍ୟାସୀମାନଙ୍କର ସେବା କରେ
ಸಮಾನಾರ್ಥಕ : ସାଧୁ
ಅರ್ಥ : ସାଂସାରିକ ବସ୍ତୁ ତଥା ସୁଖପ୍ରତି ଅନୁରାଗ ବା ଆସକ୍ତି ସଂପୂର୍ଣ୍ଣରୂପେ ତ୍ୟାଗ କରିଥିବା ବ୍ୟକ୍ତି
ಉದಾಹರಣೆ :
ବୈରାଗୀଙ୍କ ଦର୍ଶନପାଇଁ ଭିଡ଼ ହେଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ସନ୍ୟାସ ଆଶ୍ରମରେ ରହୁଥିବା ତଥା ତାଙ୍କର ନିୟମ ପାଳନ କରୁଥିବା ବ୍ୟକ୍ତି
ಉದಾಹರಣೆ :
ଚିତ୍ରକୂଟରେ ଜଣେ ବଡ଼ ସନ୍ୟାସୀଙ୍କ ସହିତ ମୋର ସାକ୍ଷାତ ହେଲା
ಸಮಾನಾರ್ಥಕ : ବାବାଜୀ, ବ୍ରହ୍ମଚାରୀ
ಇತರ ಭಾಷೆಗಳಿಗೆ ಅನುವಾದ :