ಅರ್ಥ : ଗତିଶୀଳ ଭିଡ଼ ବା ଚାଲୁଥିବା ଅବସ୍ଥାର ଭିଡ଼ ଯାହା କେଉଁଠାରୁ ଆସୁଥାଏ ବା ଯାଉଥାଏ
ಉದಾಹರಣೆ :
ଲୋକମାନଙ୍କ ଦଳର ଆଗେଆଗେ ଜଣେ ଯୁବକ ଚାଲୁଥିଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ସାମାନ୍ୟ ଧର୍ମ ଅଥବା ସ୍ୱରୂପଯୁକ୍ତ ପଦାର୍ଥଆଦିର ସମୂହ
ಉದಾಹರಣೆ :
ଅର୍ଥର ଆଧାର ଉପରେ ଏହି ଶବ୍ଦଗୁଡ଼ିକୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି ଦରବୃଦ୍ଧି କାରଣରୁ ସବୁ ବର୍ଗର ଲୋକେ ହଇରାଣ ହୁଅନ୍ତି
ಸಮಾನಾರ್ಥಕ : ବର୍ଗ, ଶ୍ରେଣୀ, ସମୁଦାୟ
ಇತರ ಭಾಷೆಗಳಿಗೆ ಅನುವಾದ :
A general concept that marks divisions or coordinations in a conceptual scheme.
categoryಅರ್ಥ : ଗୋଟିଏରୁ ଅଧିକ ବ୍ୟକ୍ତି
ಉದಾಹರಣೆ :
ଲୋକଙ୍କ ମଙ୍ଗଳପାଇଁ କାମ କରିବା ଉଚିତ୍
ಸಮಾನಾರ್ಥಕ : ଗଣ, ଜନଗଣ, ଜନମାନବ, ଲୋକ
ಇತರ ಭಾಷೆಗಳಿಗೆ ಅನುವಾದ :
The common people generally.
Separate the warriors from the mass.ಅರ್ಥ : ଏକ ସ୍ଥାନରେ ଉପସ୍ଥିତ ବା ଏକରୁ ଅଧିକ ଲୋକ, ପଶୁ ଯାହାଙ୍କୁ ଏକ ଏକକ ରୂପେ ଗ୍ରହଣ କରାଯାଏ
ಉದಾಹರಣೆ :
ଚାଷଜମିକୁ ପଶୁଗୋଠ ନଷ୍ଟଭ୍ରଷ୍ଟ କରିଦେଉଛି
ಸಮಾನಾರ್ಥಕ : ଗଣ, ଗୋଠ, ଦଳ, ପଲ, ବୃନ୍ଦ, ଯୂଥ, ସମୁଦାୟ
ಇತರ ಭಾಷೆಗಳಿಗೆ ಅನುವಾದ :
एक स्थान पर उपस्थित एक से अधिक मनुष्य, पशु आदि जो एक इकाई के रूप में माने जाएँ।
खेतों को पशुओं का समुदाय तहस-नहस कर रहा है।A large indefinite number.
A battalion of ants.