ಅರ್ಥ : ସହଜ ହେବାର ଅବସ୍ଥା ବା ଭାବ
ಉದಾಹರಣೆ :
ମୋପାଇଁ ଯେଉଁ କାମ କଠିନ ଥିଲା ତାହାକୁ ଅରୁଣା ବଡ଼ ସହଜରେ କରିଦେଲା
ಸಮಾನಾರ್ಥಕ : ସରଳ, ସରଳତା, ସହଜ, ସହଜତା
ಇತರ ಭಾಷೆಗಳಿಗೆ ಅನುವಾದ :
Freedom from difficulty or hardship or effort.
He rose through the ranks with apparent ease.ಅರ್ಥ : ଯେଉଁ ସ୍ଥିତିରେ କୌଣସି କାମ କରିବାରେ କଠିନତା ବା ବାଧା ନ ଥାଏ
ಉದಾಹರಣೆ :
ଅନ୍ୟ ଅପେକ୍ଷା ଆପଣଙ୍କ ସହିତ କାମ କରିବାରେ ବହୁତ ସୁବିଧା ଅଛି
ಸಮಾನಾರ್ಥಕ : ସୁବିଧା
ಇತರ ಭಾಷೆಗಳಿಗೆ ಅನುವಾದ :
Freedom from difficulty or hardship or effort.
He rose through the ranks with apparent ease.