ಅರ್ಥ : କୌଣସି ବ୍ୟକ୍ତିର ଚେହେରାରୁ ପ୍ରକଟ ହେଉଥିବା ଭାବ
ಉದಾಹರಣೆ :
ଆପଣଙ୍କ ହାବଭାବରୁ ଆପଣ ରାଗିଲା ଭଳି ଲାଗୁଛନ୍ତି
ಸಮಾನಾರ್ಥಕ : ଚେହେରା, ମୁଖମଣ୍ଡଳ, ମୁଖାଭିବ୍ୟକ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
किसी व्यक्ति के चेहरे से प्रकट होने वाला भाव।
आपकी शक्ल बता रही है कि आप गुस्से में हैं।The feelings expressed on a person's face.
A sad expression.ಅರ್ಥ : ପୁରୁଷମାନଙ୍କୁ ମୋହିତ କରିବାପାଇଁ ନାରୀମାନଙ୍କର ମନୋହର ଚେଷ୍ଟା
ಉದಾಹರಣೆ :
ଶୀଲାର ହାବଭାବରେ ପ୍ରଭାବିତହୋଇ ବିନୋଦ ତାକୁ ବିବାହ କଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଶରୀରର ଯେଉଁ ସ୍ଥିତିରୁ ଚିତ୍ତର ଭାବ ପ୍ରକଟ ହୁଏ
ಉದಾಹರಣೆ :
ସହଯାତ୍ରୀଙ୍କ ହାବଭାବ ଦେଖି ଆମେ ସତର୍କ ହୋଇଗଲୁ
ಸಮಾನಾರ್ಥಕ : ଭାବ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଶରୀର ବା କୌଣସି ଅଙ୍ଗର ଏହି ସ୍ଥାନ ଯେଉଁଥିରେ କୌଣସି ଭାବ ଅଭିବ୍ୟକ୍ତ ହୋଇଥାଏ
ಉದಾಹರಣೆ :
ନୃତ୍ୟାଙ୍ଗନା ନିଜ ଭାବଭଙ୍ଗୀରେ ଦର୍ଶକମାନଙ୍କୁ ମୁଗ୍ଧ କରୁଥିଲେ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଗର୍ବପୂର୍ବକ ନିଜର ହାବଭାବ ଦେଖାଇବା କ୍ରିୟା ବା ଭାବ
ಉದಾಹರಣೆ :
ତାହାର ଠାଣିମାଣି ମୋତେ ଆକୃଷ୍ଟ କରୁଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଚେହେରା ବା ମୁଁହର ଆକୃତିରୁ ପ୍ରକଟ ହେଉଥିବା ମନର ଭାବ
ಉದಾಹರಣೆ :
ବାପାଙ୍କ ଚେହେରା ଦେଖି ମୁଁ ଭୟଭୀତ ହୋଇଗଲି
ಸಮಾನಾರ್ಥಕ : ଚେହେରା, ଦୃଷ୍ଟିଭଙ୍ଗୀ, ମନୋବୃତ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
चेहरे या मुख की आकृति से प्रकट होने वाले मन के भाव।
पिताजी का रुख़ देखकर मैं सहम गई।