అర్థం : ସୁରକ୍ଷିତ ହେବା ବା ରହିବା ଅବସ୍ଥା
ఉదాహరణ :
ଆଜିକାଲି ସମାଜର ସୁରକ୍ଷା ବିପଦ ଗ୍ରସ୍ତନେତା ନିଜର ଓ ନିଜ ପରିବାରର ସୁରକ୍ଷା ଦୃଷ୍ଟିରୁ ଆତଙ୍କବାଦୀଙ୍କ ସହ ହାତ ମିଳାଇଲେ
ఇతర భాషల్లోకి అనువాదం :
सुरक्षित होने या रहने की अवस्था।
आज समाज की सुरक्षितता खतरे में है।The state of being certain that adverse effects will not be caused by some agent under defined conditions.
Insure the safety of the children.అర్థం : ମୃତ୍ୟୁର ଫଳସ୍ବରୂପ ସାଂସାରିକ କଷ୍ଟଭୋଗର ସମାପ୍ତି ଅଥବା ଏଥିରୁ ମିଳୁଥିବା ମୁକ୍ତି
ఉదాహరణ :
କ୍ଷୀଣରୋଗରେ ପୀଡିତ ଜୀବନରୁ ସେ ଦିନରାତି ମୁକ୍ତି କାମନା କରୁଛି
ఇతర భాషల్లోకి అనువాదం :
The act of reducing something unpleasant (as pain or annoyance).
He asked the nurse for relief from the constant pain.అర్థం : ମୁକ୍ତକରିବା ବା ହେବାର ଅବସ୍ଥା ବା ଭାବ
ఉదాహరణ :
ଆମେରିକାରେ ଦାସ ମୁକ୍ତିର ଶ୍ରେୟ ଆବ୍ରାହମ ଲିଙ୍କନଙ୍କୁ ଦିଆଯାଏ
పర్యాయపదాలు : ନିବୃତ୍ତି, ବନ୍ଧନ, ବିମୁକ୍ତି, ମୁକ୍ତି
ఇతర భాషల్లోకి అనువాదం :
मुक्त करने या होने की अवस्था या भाव।
अमरीका में दासों की मुक्ति का श्रेय अब्राहम लिंकन को दिया जाता है।The condition of being free. The power to act or speak or think without externally imposed restraints.
freedomఅర్థం : ଜବତ୍ ହୋଇଥିବା ବା ହଜି ଯାଇଥିବା, ଚୋରି ଯିବା ବା ମିଳୁନଥିବା ଜିନିଷ ପାଇବାର କ୍ରିୟା
ఉదాహరణ :
ଚୋରିଯାଇଥିବା ଲକ୍ଷାଧିକ ଟଙ୍କାର ଆଭୂଷଣକୁ ପୁଲିସ୍ ଉଦ୍ଧାର କରିଥିବା ଖବର ମିଳୁଛି
ఇతర భాషల్లోకి అనువాదం :
అర్థం : କୌଣସି ଜିନିଷକୁ ଆହୁରି ଭଲ ବା ଅଧିକ ଉପଯୋଗୀ କରିବା ବା କରାଇବା କାର୍ଯ୍ୟ
ఉదాహరణ :
ଏହି କାର୍ଯ୍ୟରେ ସୁଧାରର ମଧ୍ୟ ଆବଶ୍ୟକତା ରହିଛି ଡାକ୍ତରଙ୍କ ହାତରେ ରୋଗୀଙ୍କର ଉଦ୍ଧାର ହୋଇଥାଏ
పర్యాయపదాలు : ସୁଧାର
ఇతర భాషల్లోకి అనువాదం :
అర్థం : କଷ୍ଟ ବା ବିପତ୍ତିଆଦିରୁ ବଞ୍ଚାଇବା ବା ଉଦ୍ଧାରିବା କାମ
ఉదాహరణ :
ଏକମାତ୍ର ଈଶ୍ୱର ହିଁ ଆମ ସମସ୍ତଙ୍କର ଉଦ୍ଧାର କରିବାବାଲା
పర్యాయపదాలు : ତାରଣ, ନିସ୍ତାର, ମୁକ୍ତି, ରକ୍ଷା
ఇతర భాషల్లోకి అనువాదం :
Recovery or preservation from loss or danger.
Work is the deliverance of mankind.