అర్థం : ଗୋଟିଏ ଅନଧିକାରିକ ସମୂହ ବା ଦଳ ବା ଲୋକ
ఉదాహరణ :
ଆମରି ବିଦ୍ୟାଳୟର ବୁଦ୍ଧିମାନଦଳ ଆଜି ଫିଲ୍ମ ଦେଖିବାକୁ ଯାଉଛନ୍ତି
ఇతర భాషల్లోకి అనువాదం :
అర్థం : ଖୋଲା କଥାବାର୍ତ୍ତା ନିମନ୍ତେ ସାଧାରଣ ସଭା ବା ସମିତି
ఉదాహరణ :
ସଂଗୋଷ୍ଠୀ କିଛି ସାଧାରଣ କଥା ଉପରେ ଆଲୋଚନା କରୁଛନ୍ତି
ఇతర భాషల్లోకి అనువాదం :
A public meeting or assembly for open discussion.
forumఅర్థం : ଗତିଶୀଳ ଭିଡ଼ ବା ଚାଲୁଥିବା ଅବସ୍ଥାର ଭିଡ଼ ଯାହା କେଉଁଠାରୁ ଆସୁଥାଏ ବା ଯାଉଥାଏ
ఉదాహరణ :
ଲୋକମାନଙ୍କ ଦଳର ଆଗେଆଗେ ଜଣେ ଯୁବକ ଚାଲୁଥିଲା
ఇతర భాషల్లోకి అనువాదం :
అర్థం : କୌଣସି ବିଷୟରେ ହେଉଥିବା କଥା ବାର୍ତ୍ତା
ఉదాహరణ :
ସେଠାରେ ଯୌତୁକ ପ୍ରଥା ଉପରେ ଆଲୋଚନା ହେଉଛି
పర్యాయపదాలు : ଆଲୋଚନା, ଚର୍ଚ୍ଚା, ପରିଚର୍ଚ୍ଚା, ମିଟିଙ୍ଗ, ସଂଗୋଷ୍ଠୀ
ఇతర భాషల్లోకి అనువాదం :
किसी तथ्य, विषय, पुस्तक आदि की विशेष तथा विस्तृत रूप से की जानेवाली चर्चा।
वहाँ हिन्दू समाज के उत्थान के ऊपर परिचर्चा की जा रही है।An exchange of views on some topic.
We had a good discussion.