అర్థం : ସୂର୍ଯ୍ୟ ବା ଚନ୍ଦ୍ରମାଙ୍କ ଚାରି ପଟେ ଦେଖାଯାଉଥିବ ପରିଧି ବା ପରିବେଶ
ఉదాహరణ :
ସୂର୍ଯ୍ୟ ମଣ୍ଡଳରେ କେତେକ ଗ୍ରହ ବୁଲୁଥାନ୍ତି
ఇతర భాషల్లోకి అనువాదం :
A solid figure bounded by a spherical surface (including the space it encloses).
sphereఅర్థం : କ୍ଷେତ୍ରଆଦିର ଏଭଳି ବିଭାଗ ଯାହା ଜଣେ ବିଶେଷ ଅଧିକାରୀଙ୍କ ଅଧୀନରେ ଥାଏ ଏବଂ ଯାହା ଜିଲ୍ଲାଆଦିରେ ବିଭାଜିତ ହୋଇଥାଏ
ఉదాహరణ :
ସେ ଉତ୍ତରପ୍ରଦେଶର ଗୋରଖପୁର ମଣ୍ଡଳର ଅଧିବାସୀ
ఇతర భాషల్లోకి అనువాదం :
అర్థం : କୌଣସି କାମ ବା ଉଦ୍ଦେଶ୍ୟ ସାଧନପାଇଁ ଅଭିପ୍ରେତ ଲୋକସମୂହ
ఉదాహరణ :
ଆଜିକାଲି ସମାଜରେ ନିତି ନୂଆ ନୂଆ ଦଳ ମୁଣ୍ଡ ଟେକୁଛନ୍ତି
ఇతర భాషల్లోకి అనువాదం :
ऐसे व्यक्तियों का वर्ग या समूह जो किसी विशिष्ट (अच्छा या बुरा) उद्देश्य की सिद्धि के लिए सङ्घटित हुआ हो और मिल कर काम करता हो।
आजकल समाज में नित्य नये-नये दलों का उदय हो रहा है।అర్థం : ଭୂଗୋଳରେ ଗରମ ଓ ଥଣ୍ଡା ଭିତ୍ତିରେ କରାଯାଇଥିବା ପୃଥିବୀର ପାଞ୍ଚ ଭାଗରୁ ଗୋଟିଏ ଭାଗ
ఉదాహరణ :
ଉତ୍ତର ମେରୁ ହିମ ମଣ୍ଡଳରେ ଆସୁଅଛି
పర్యాయపదాలు : ଶୀତ କଟିବନ୍ଧ, ହିମ କଟିବଂଧ, ହିମ ମଣ୍ଡଳ
ఇతర భాషల్లోకి అనువాదం :
Any of the regions of the surface of the Earth loosely divided according to latitude or longitude.
geographical zone, zone