అర్థం : ମୁକ୍ତକରିବା ବା ହେବାର ଅବସ୍ଥା ବା ଭାବ
ఉదాహరణ :
ଆମେରିକାରେ ଦାସ ମୁକ୍ତିର ଶ୍ରେୟ ଆବ୍ରାହମ ଲିଙ୍କନଙ୍କୁ ଦିଆଯାଏ
పర్యాయపదాలు : ଉଦ୍ଧାର, ବନ୍ଧନ, ବିମୁକ୍ତି, ମୁକ୍ତି
ఇతర భాషల్లోకి అనువాదం :
मुक्त करने या होने की अवस्था या भाव।
अमरीका में दासों की मुक्ति का श्रेय अब्राहम लिंकन को दिया जाता है।The condition of being free. The power to act or speak or think without externally imposed restraints.
freedomఅర్థం : ଦାୟିତ୍ବ, ଦେଣା ଆଦିରୁ ମୁକୁଳିବାର ଅବସ୍ଥା ବା ଭାବ
ఉదాహరణ :
ଅତିରିକ୍ତ କରଜରୁ ମୁକୁଳିବା ପାଇଁ ଘର ବିକିବା ଛଡା ଅନ୍ୟ ଗତିନାହିଁ
పర్యాయపదాలు : ମୁକ୍ତି
ఇతర భాషల్లోకి అనువాదం :
అర్థం : କୌଣସି ପ୍ରକାର ଜଂଜାଳ, ବନ୍ଧନ, ଝଂଝଟ ଇତ୍ୟାଦିରୁ ମୁକ୍ତ ହେବାର କ୍ରିୟା
ఉదాహరణ :
କୌଣସି ପ୍ରକାର ବନ୍ଧନରୁ ମୁକ୍ତି ହେବାର ଆଶା ସମସ୍ତଙ୍କର ଥାଏ
పర్యాయపదాలు : ବନ୍ଧନ ମୁକ୍ତ, ବିମୁକ୍ତି, ମୁକ୍ତି
ఇతర భాషల్లోకి అనువాదం :
किसी प्रकार के जंजाल, झंझट, पाश, बंधन आदि से मुक्त होने की क्रिया।
किसी भी प्रकार के बंधन से मुक्ति की आकांक्षा हर एक की होती है।