ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଅଧିକାରଭୁକ୍ତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅଧିକାରଭୁକ୍ତ   ବିଶେଷଣ

ଅର୍ଥ : ଯାହାକୁ କୌଣସି କାମ କରିବାର ଅଧିକାର ବା ସତ୍ତ୍ୱ୍ ଦିଆଯାଇଛି

ଉଦାହରଣ : ଏହି କାମ କରିବାପାଇଁ ପ୍ରବନ୍ଧକ ମୋତେ ଅଧିକାରଭୁକ୍ତ କରିଛନ୍ତି

ସମକକ୍ଷ : ଅଧିକୃତ


ଅନ୍ୟ ଭାଷାରେ ଅନୁବାଦ :

जिसको कोई काम करने का अधिकार या स्वत्व दिया गया हो।

इस काम को करने के लिए प्रबंधक ने मुझे अधिकृत किया है।
अधिकृत, आथराइज्ड, ऑथराइज्ड

Given official approval to act.

An accredited college.
Commissioned broker.
Licensed pharmacist.
Authorized representative.
accredited, commissioned, licenced, licensed