ଅର୍ଥ : ଯାହାଙ୍କୁ କିଛି ବିଶେଷ ଯୋଗ୍ୟତା ବା କ୍ଷମତା ମିଳିଛି
ଉଦାହରଣ :
ଏମାନଙ୍କ ମଧ୍ୟରୁ କେହି ବି ଏହି ଚାକିରିର ଅଧିକାରୀ ନୁହନ୍ତି
ଅନ୍ୟ ଭାଷାରେ ଅନୁବାଦ :
वह जिसे कोई विशेष योग्यता या क्षमता प्राप्त हो।
इस नौकरी का अधिकारी इनमें से कोई भी नहीं है।ଅର୍ଥ : ଉପଯୁକ୍ତ ପାତ୍ର
ଉଦାହରଣ :
ମାତାପିତାଙ୍କ ଚିତାକୁ ନିଆଁ ଦେବାର ପ୍ରଥମ ଅଧିକାରୀ ସେମାନଙ୍କ ପୁଅ ହୋଇଥାଏ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହାର କୌଣସି ବସ୍ତୁଆଦି ଉପରେ ସମ୍ପୂର୍ଣ୍ଣ ବା ସବୁ ପ୍ରକାରେ ଅଧିକାର ଥାଏ
ଉଦାହରଣ :
ମାଲିକ ଚାକର ଉପରେ ବିଗୁଡ଼ୁଥିଲେ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ଉଚ୍ଚ ପଦରେ କାର୍ଯ୍ୟରତ କର୍ମଚାରୀ
ଉଦାହରଣ :
ଶ୍ୟାମର ବାପା ସୈନ୍ୟ ବିଭାଗରେ ଜଣେ ବହୁତ ବଡ଼ ଅଧିକାରୀ ଅଛନ୍ତି
ଅନ୍ୟ ଭାଷାରେ ଅନୁବାଦ :
Someone who is appointed or elected to an office and who holds a position of trust.
He is an officer of the court.ଅର୍ଥ : ଯାହାକୁ ଅଧିକାର ଦିଆଯାଇଛି କିମ୍ବା ଯାହାଙ୍କର କିଛି କରିବା ବା ପାଇବାର ଅଧିକାର ଅଛି
ଉଦାହରଣ :
ଜେଜେମା’ଙ୍କ ଇଚ୍ଛାପତ୍ର ଅନୁସାରେ ରାମ ମଧ୍ୟ ଏହି ଘରେ ରହିବାର ଅଧିକାରୀ
ସମକକ୍ଷ : ଅଧିକାର ପ୍ରାପ୍ତ, ଅଧିକାର ଯୁକ୍ତ, ହକଦାର
ଅନ୍ୟ ଭାଷାରେ ଅନୁବାଦ :
जिसे अधिकार दिया गया हो या जिसे कुछ करने या पाने का अधिकार हो।
दादी की वसीयत के अनुसार राम भी इस घर में रहने का अधिकारी है।Having authority or ascendancy or influence.
An important official.