ଅର୍ଥ : ଅଳ୍ପ ଉର୍ବର ଜମି
ଉଦାହରଣ :
ମୋ ଭାଗରେ ଅନୁର୍ବର ଜମି ଅଧିକ ପଡିଛି
ସମକକ୍ଷ : ଅନୁର୍ବର ଭୂମି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯେଉଁ ଜମିର ଉର୍ବରଶକ୍ତି କମିଯାଇଛି
ଉଦାହରଣ :
କୃଷକ ଅନୁର୍ବର ଜମିରେ ଗୋବର ଖତ ପକାଉଛି
ସମକକ୍ଷ : ନୀରସା ଜମି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯେଉଁ ଅନୁର୍ବର ଜମି ତିନି ବର୍ଷ ହେଲା ଚାଷ ହୋଇନାହିଁ
ଉଦାହରଣ :
କୃଷକ ଟାଙ୍ଗର ଜମିକୁ ଉର୍ବର କରିବାପାଇଁ ତା ଉପରେ ଗୋବର ଖତ ପକାଉଛି
ସମକକ୍ଷ : ଟାଙ୍ଗର ଜମି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯେଉଁ ଭୂମିରେ ଜୀବାଶ୍ମ ଅଧିକ ଏବଂ ଚାଷପାଇଁ ଯୋଗ୍ୟ ନୁହେଁ
ଉଦାହରଣ :
ବହୁତ ଦିନ ପର୍ଯ୍ୟନ୍ତ ଚାଷ ନ କରିବାରୁ ଏହି ଜମି ଅନୁର୍ବର ହୋଇଯାଇଛି
ସମକକ୍ଷ : ଉସର ଜମି, ନିକୃଷ୍ଟ ଜମି, ନିଷ୍ଫଳା ଜମି, ପତିତ ଜମି
ଅନ୍ୟ ଭାଷାରେ ଅନୁବାଦ :