ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଆବରଣମୁକ୍ତ କରାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଆବରଣମୁକ୍ତ କରାଇବା   କ୍ରିୟାପଦ

ଅର୍ଥ : ଖୋଲିବା କାମ ଅନ୍ୟ କାହାଦ୍ୱାରା କରାଇବା

ଉଦାହରଣ : ବଡ଼କଷ୍ଟରେ ମୁଁ ତାଦ୍ୱାରା କବାଟ ଖୋଲାଇଲି

ସମକକ୍ଷ : ଖୋଲାଇବା, ଫିଟାଇବା


ଅନ୍ୟ ଭାଷାରେ ଅନୁବାଦ :

खोलने का काम दूसरे से कराना।

बड़ी मिन्नत करके मैंने उससे दरवाज़ा खुलवाला।
उघटवाना, उघटाना, खुलवाना, खोलवाना