ଅର୍ଥ : ୟୁହୁଦୀ ଏବଂ ଖ୍ରୀଷ୍ଟିୟାନ ଧର୍ମାନୁସାରେ ମାନବଜାତିର ଜନନୀ ତଥା ପ୍ରଥମ ମହିଳା କୁହାଯାଉଥିବା ଆଡାମଙ୍କ ପତ୍ନୀ
ଉଦାହରଣ :
ଈଶ୍ବର ଇଭଙ୍କୁ ଆଡାମଙ୍କ ପଞ୍ଜରାହାଡରୁ ତିଆରି କରିଥିଲେ
ଅର୍ଥ : ପୈଗମ୍ବରୀ ମତ ଅନୁସାରେ ଆଦାମଙ୍କ ପତ୍ନୀ ସଂସାରର ପ୍ରଥମ ସ୍ତ୍ରୀ ଥିଲେ
ଉଦାହରଣ :
ପୈଗମ୍ବରୀ ମତ ଅନୁସାରେ ସମଗ୍ର ମଣିଷ ଜାତିର ଉତ୍ପତ୍ତି ଇଭ୍ଙ୍କ ଠାରୁ ହୋଇଛି
ସମକକ୍ଷ : ହୌୱା
ଅନ୍ୟ ଭାଷାରେ ଅନୁବାଦ :