ଅର୍ଥ : ଧାତୁ,ପଥର, କାଠ ଆଦିରେ ଖୋଦେଇକରି କମକୁଟ ଆଦି କରିବାର କାମ
ଉଦାହରଣ :
ଏହି ମୂର୍ତ୍ତିକାର ବହୁତ ସୁନ୍ଦର କାରୁକାର୍ଯ୍ୟ କରନ୍ତି
ସମକକ୍ଷ : କମକୁଟ, ଡାଳି, ସୂକ୍ଷ୍ମକାମ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଧାତୁ, ପଥର, କାଠଆଦି ଉପରେ ଖୋଦନକରି ଅଙ୍କିତ କରିବାର କଳା
ଉଦାହରଣ :
ବଢ଼େଇ ନିଜ ପୁଅକୁ କାରୁକାର୍ଯ୍ୟ ଶିଖାଉଛି
ସମକକ୍ଷ : କାରୁକଳା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କାରୁକାର୍ଯ୍ୟ କରାଯାଇଥିବା
ଉଦାହରଣ :
ଏହି ମନ୍ଦିର ଦ୍ୱାରରେ କାରୁକାର୍ଯ୍ୟ ହୋଇଛି
ଅନ୍ୟ ଭାଷାରେ ଅନୁବାଦ :