ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଗ୍ରାସ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଗ୍ରାସ   ବିଶେଷ୍ୟ

ଅର୍ଥ : ଏକାଥରକେ ଯେତିକି ଖାଦ୍ୟ ମୁଁହରେ ଭର୍ତ୍ତି କରାଯାଏ

ଉଦାହରଣ : ମୁଁ ଗୁଣ୍ଡାଏ ଖାଇବା ଆଗରୁ ସେ ଆସିଗଲା

ସମକକ୍ଷ : ଗୁଣ୍ଡା


ଅନ୍ୟ ଭାଷାରେ ଅନୁବାଦ :

उतना भोजन जितना एक बार में मुँह में डाला जाए।

मैं एक कौर भी नहीं खा पाया था कि वह आ गया।
कवल, कौर, गस्सा, ग्रास, निवाला

ଅର୍ଥ : ସୂର୍ଯ୍ୟ, ଚନ୍ଦ୍ର ବା କୌଣସି ଅନ୍ୟ ଜ୍ୟୋତିପିଣ୍ଡ ସାମ୍ନାରେ ଅନ୍ୟ ଏକ ଗ୍ରହ ବା ଉପଗ୍ରହ ଆସିଗଲେ ତା’ର ଆଲୋକ- ପ୍ରବାହରେ ବାଧାପ୍ରାପ୍ତ ହେବା

ଉଦାହରଣ : ସୂର୍ଯ୍ୟ ପରାଗ ଅମାବସ୍ୟା ଦିନ ହିଁ ହୁଏ

ସମକକ୍ଷ : ଗ୍ରହଣ, ପରାଗ


ଅନ୍ୟ ଭାଷାରେ ଅନୁବାଦ :

सूर्य,चंद्रमा या दूसरे ज्योति-पिंड के प्रकाश की वह रुकावट जो उस पिंड के सामने किसी दूसरे पिंड के आ जाने से होती है।

सूर्य ग्रहण अमावस्या के दिन ही लगता है।
ग्रहण, ग्रास

One celestial body obscures another.

eclipse, occultation