ଅର୍ଥ : କୈଣସି ସମାଜ ବା ଗୋଷ୍ଠୀର ମୁଖିଆ ଯେ ପ୍ରାୟତଃ ବିବାଦ ଆଦି ସମାଧାନ କରନ୍ତି ଏବଂ ଲୋକମାନଙ୍କୁ ପରାମର୍ଶ ଆଦି ଦିଅନ୍ତି
ଉଦାହରଣ :
ଆଜି ମଧ୍ୟ କେତେକ ଆଦିବାସୀ ଜାତି ମଧ୍ୟରେ ଚୌଧୁରୀ ହିଁ ନିଷ୍ପତ୍ତି କରନ୍ତି
ଅନ୍ୟ ଭାଷାରେ ଅନୁବାଦ :
किसी विशेष समाज या बिरादरी का प्रधान जो प्रायः विवाद आदि हल करता और लोगों को सलाह आदि देता है।
आज भी कुछ आदिवासी जातियों में फैसले चौधरी ही करता है।ଅର୍ଥ : ଏକ ଆଦରସୂଚକ ଉପାଧି
ଉଦାହରଣ :
ଚୌଧୁରୀ ଚରଣ ସିଂହ ଜଣେ ବଡ଼ ନେତା ଥିଲେ
ଅନ୍ୟ ଭାଷାରେ ଅନୁବାଦ :