ଅର୍ଥ : ଦୋଳାୟମାନ କରିବା
ଉଦାହରଣ :
ଲହରୀଗୁଡ଼ିକ ତାକୁ ଆଗପଛ ଝୁଲାଉଥିଲା ଗରମଯୋଗୁଁ କଷ୍ଟ ଅନୁଭବ କରି ନୀରଜ ପଙ୍ଖା ହଲାଇବାକୁ ଲାଗିଲା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଝୁଲାଇବା କାମ ଅନ୍ୟ କାହାଦ୍ୱାରା କରାଇବା
ଉଦାହରଣ :
ରମା ଝୁଲାକୁ ମମତାଦ୍ୱାରା ଝୁଲାଇଲା
ସମକକ୍ଷ : ଦୋଳାୟମାନ କରିବା, ଦୋହଲାଇବା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯେପରି କଲେ କୌଣସି ବସ୍ତୁର ଉପରିଭାଗ ସଂଯୁକ୍ତ ହେଲେ ବି ସେହି ବସ୍ତୁର କିଛିଅଂଶ ତଳଆଡ଼କୁ ବିନା ଆଧାରରେ ରହେ
ଉଦାହରଣ :
ଶ୍ୟାମ ଛାତରୁ ରସିଟିଏ ଲଟକାଉଛି
ସମକକ୍ଷ : ଲଟକାଇବା
ଅନ୍ୟ ଭାଷାରେ ଅନୁବାଦ :
ऐसा करना कि ऊपर टिके रहने पर भी किसी वस्तु आदि का कुछ भाग नीचे की ओर कुछ दूर तक बिना आधार के रहे।
श्याम छत से एक रस्सी लटका रहा है।