ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦ୍ୱିଧାପୂର୍ଣ୍ଣ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଅର୍ଥ : ଠିକ ବା ଏକପ୍ରକାର ସ୍ଥିତିରେ ନ ରହି କେବେ ଏଠି ଓ କେବେ ସେଠି ହେବାର ଅବସ୍ଥା

ଉଦାହରଣ : କିଛି କାମଧନ୍ଦା ନ ଥିବାରୁ ରମେଶର ସ୍ଥିତି ଦ୍ୱିଧାପୂର୍ଣ୍ଣ ହୋଇଗଲାଣି

ସମକକ୍ଷ : ଅସ୍ଥିର, ଆନ୍ଦୋଳିତ, ଚଞ୍ଚଳ


ଅନ୍ୟ ଭାଷାରେ ଅନୁବାଦ :

ठीक या एक स्थिति में न रहनेवाला अथवा जो कभी इधर होता हो और कभी उधर।

कोई काम-धंधा न होने के कारण रमेश की स्थिति डाँवाडोल हो गई है।
डाँवाँडोल, डाँवाडोल

Not settled or established.

An unsettled lifestyle.
unsettled