ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପରୀକ୍ଷଣ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପରୀକ୍ଷଣ କରିବା   କ୍ରିୟାପଦ

ଅର୍ଥ : କୌଣସି ବସ୍ତୁ, ବ୍ୟକ୍ତିଆଦିର କାମକରିବାରେ ଯୋଗ୍ୟତା ଅଛି କି ନାହିଁ ଜାଣିବାପାଇଁ ପରୀକ୍ଷା କରିବା

ଉଦାହରଣ : ଏହି ଛୋଟ କାମ୍‌ ଜରିଆରେ ମୁଁ ତାକୁ ପରୀକ୍ଷା କରୁଛି କି ସେ ମୋ କାମପାଇଁ ଯୋଗ୍ୟ କି ନୁହେଁ

ସମକକ୍ଷ : ଅବଲୋକନ କରିବା, ଦେଖିବା, ପରଖିବା, ପରୀକ୍ଷା କରିବା


ଅନ୍ୟ ଭାଷାରେ ଅନୁବାଦ :

किसी वस्तु, व्यक्ति आदि के गुण, दोष को जाँचना कि यह अमुक काम के योग्य है कि नहीं।

इस छोटे से कार्य के जरिए मैं उसको परख रहा हूँ कि वह मेरे काम का है या नहीं।
अजमाना, अवलोकना, अविलोकना, आजमाना, आज़माना, कसौटी पर कसना, जाँचना, जांचना, टेस्ट करना, देखना, परखना, परीक्षण करना, परीक्षा लेना

To look at critically or searchingly, or in minute detail.

He scrutinized his likeness in the mirror.
scrutinise, scrutinize, size up, take stock

ଅର୍ଥ : ଯୋଗ୍ୟତା, ବେଶେଷତା, ସାମର୍ଥ୍ୟ, ଗୁଣଆଦି ଜାଣିବାପାଇଁ ଶୋଧ ସମ୍ବନ୍ଧୀୟ କାମ କରିବା ବା କିଛି ବିଶେଷ କାମ କରିବା

ଉଦାହରଣ : ବଣିଆ ସୁନାର ଶୁଦ୍ଧତା ପରୀକ୍ଷା କରେ

ସମକକ୍ଷ : ଜାଞ୍ଚ କରିବା, ପରୀକ୍ଷା କରିବା


ଅନ୍ୟ ଭାଷାରେ ଅନୁବାଦ :

योग्यता, विशेषता, सामर्थ्य, गुण आदि जानने के लिए शोध संबंधी कार्य करना या कुछ विशेष काम करना।

सोनार सोने की शुद्धता परखता है।
जाँच करना, जाँचना, जांच करना, जांचना, टेस्ट करना, परखना, परीक्षण करना

Put to the test, as for its quality, or give experimental use to.

This approach has been tried with good results.
Test this recipe.
essay, examine, prove, test, try, try out