ଅର୍ଥ : ଯିଏ ପ୍ରସନ୍ନ ହୋଇଛି
ଉଦାହରଣ :
ପଦୋନ୍ନତିର ଖବର ଶୁଣାଇବା ନିମନ୍ତେ ମନୋଜ ପ୍ରସନ୍ନ ମନରେ ଘରେ ପହଁଚିଲା ଚିଡ଼ିଆଖାନା ଭ୍ରମଣ ପରେ ପିଲାମାନେ ଖୁସି ହେଲେ
ସମକକ୍ଷ : ଆନନ୍ଦିତ, ଆମୋଦିତ, ଆହ୍ଲାଦିତ, ଉଲ୍ଲସିତ, ଖୁସି, ପୁଲକିତ, ପ୍ରଫୁଲ୍ଲ, ପ୍ରମୋଦିତ, ପ୍ରସନ୍ନ, ବିନୋଦିତ, ହର୍ଷିତ
ଅନ୍ୟ ଭାଷାରେ ଅନୁବାଦ :
जिसे प्रसन्नता हुई हो।
पदोन्नति का समाचार सुनाने के लिए मनोज प्रसन्न मन से घर पहुँचा।