ଅର୍ଥ : କୌଣସି ବସ୍ତୁ ଆଦି ଅଧିକ ମାତ୍ରାରେ ଉପରୁ ପଡ଼ିବା ବା ପକେଇବାର ପ୍ରକ୍ରିୟା
ଉଦାହରଣ :
ଭକ୍ତମାନେ ମହାତ୍ମାଜୀଙ୍କ ଉପରେ ପୁଷ୍ପ ବର୍ଷା କଲେ
ସମକକ୍ଷ : ବୃଷ୍ଟି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ଜିନିଷର ବହୁତ ଅଧିକ ମାତ୍ରା ବା ସଂଖ୍ୟାରେ ଖସିବା ବା ପଡିବା କ୍ରିୟା
ଉଦାହରଣ :
ଏଭଳି ପଇସା ବୃଷ୍ଟି ସେ ଆଗରୁ କେବେ ଦେଖି ନଥିଲେପଥର ବର୍ଷାରୁ ରକ୍ଷାପାଇବା ପାଇଁ ପୋଲିସ ଗୁଳି ଚଳାଇଲା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ପାଣି ବର୍ଷିବା କ୍ରିୟା
ଉଦାହରଣ :
ଭାରତର ଚେରାପୁଞ୍ଜିରେ ସବୁଠାରୁ ଅଧିକ ବୃଷ୍ଟି ହୁଏ ଦୁଇଘଣ୍ଟା ହେଲାଣି ବର୍ଷା ହେଉଛି
ଅନ୍ୟ ଭାଷାରେ ଅନୁବାଦ :