ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବହାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବହାଇବା   କ୍ରିୟାପଦ

ଅର୍ଥ : ବହିବାପାଇଁ ପ୍ରବୃତ୍ତ କରିବା

ଉଦାହରଣ : ମାଲିକାଣୀ ଚାକରାଣୀଦ୍ୱାରା ବାସିପାଣିକୁ କିଆରିରେ ବହାଇଲେ

ସମକକ୍ଷ : ପ୍ରବାହିତ କରାଇବା


ଅନ୍ୟ ଭାଷାରେ ଅନୁବାଦ :

बहाने में प्रवृत्त करना।

मालकिन ने नौकरानी से बासी पानी को क्यारी में बहवाया।
प्रवाहित कराना, बहवाना

Cause to flow.

The artist flowed the washes on the paper.
flow