ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : କୌଣସି ଜିନିଷକୁ ଚାରିଆଡ଼ୁ ଘେରିଥିବା କୌଣସି ରେଖା ବା କୌଣସି ଜିନିଷଆଦି
ଉଦାହରଣ : ସେ ଖେତର ଚାରିଆଡ଼େ ବାଡ଼ ବୁଜି ଦେଇଛି ଅବରୋଧ ଭାଙ୍ଗି ଚୋର ପରିସର ମଧ୍ୟକୁ ପଶି ଆସିଲା
ସମକକ୍ଷ : ଅବରୋଧ, ଗେରଦ, ଘେର, ଘେରଉ, ଘେରା, ପାଚେରୀ, ହତା
ଅନ୍ୟ ଭାଷାରେ ଅନୁବାଦ :हिन्दी English
किसी चीज़ को चारों ओर से घेरने वाली कोई चीज़।
A barrier that serves to enclose an area.
ଅର୍ଥ : ନଦୀ ବା ଜଳାଶୟର ଜଳ ଅଟକାଇବାପାଇଁ ତାହାର ଧାରେଧାରେ ମାଟି କିମ୍ବା ପଥର ଆଦିର ରଚନା
ଉଦାହରଣ : ନଦୀରେ ବନ୍ଧ ପକାଇ ବିଜୁଳୀ ଶକ୍ତି ଉତ୍ପନ୍ନ କରାଯାଏ
ସମକକ୍ଷ : ବନ୍ଧ, ସେତୁ
नदी या जलाशय का जल रोकने के लिए उसके किनारे बनी हुई मिट्टी, पत्थर आदि की रचना।
A barrier constructed to contain the flow of water or to keep out the sea.
ସଂସ୍ଥାପନ କରନ୍ତୁ