ଅର୍ଥ : ଅଲଗା ହେବାର ପ୍ରକ୍ରିୟା, ଅବସ୍ଥା ବା ଭାବ
ଉଦାହରଣ :
ବିବାହ ପରେ ପରେ ହିଁ ତାଙ୍କୁ ବିଚ୍ଛେଦ ଦୁଃଖ ସହିବାକୁ ପଡ଼ିଲା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ପ୍ରିୟ ବ୍ୟକ୍ତି ସହିତ ମିଳନ ନହେବା କାରଣରୁ ଉତ୍ପନ୍ନ ହେଉଥିବା ଭାବ
ଉଦାହରଣ :
ସୁରଦାସଙ୍କ ରଚିତ ରାଧାଙ୍କ ବିରହ ବର୍ଣ୍ଣନା ବହୁତ ମାର୍ମିକ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ମଝିରେ କୌଣସି ପ୍ରକାର ବିଚ୍ଛିନ୍ନ ହେବାର କ୍ରିୟା ଅବା ବିଶୃଙ୍ଖଳ ହେବାର ଅବସ୍ଥା ବା ଭାବ
ଉଦାହରଣ :
ବିଶୃଙ୍ଖଳତାରୁ ଦୂରେଇ ରହିବା ପାଇଁ ପ୍ରଚେଷ୍ଟା
ସମକକ୍ଷ : ବିଶୃଙ୍ଖଳତା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କାଟି ଅବା ଛେଦକରି ଅଲଗା କରିବାର କାର୍ଯ୍ୟ
ଉଦାହରଣ :
ରୋଗର ପ୍ରକୋପରୁ ରକ୍ଷା ପାଇବାପାଇଁ ମୂଳଉତ୍ପାଟନ ଆବଶ୍ୟକ
ସମକକ୍ଷ : ଅଲଗା, ବିଚ୍ଛିନ୍ନ, ମୂଳଉତ୍ପାଟନ
ଅନ୍ୟ ଭାଷାରେ ଅନୁବାଦ :